କଟକ ସମେତ ୭ ଜିଲ୍ଲାରେ ଝଡ଼ ବର୍ଷା ସମ୍ଭାବନା
ଭୁବନେଶ୍ୱର: ଭୁବନେଶ୍ୱର ଏବଂ କଟକ ସହର ସମେତ ଓଡ଼ିଶାର ପ୍ରାୟ ୭ ଜିଲ୍ଲାରେ ବର୍ଷା ସହ ବଜ୍ରପାତ ସମ୍ଭାବନା ରହିଥିବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପୂର୍ବାନୁମାନ କରିଛି।
ବିଭାଗ ପକ୍ଷରୁ ଜାରି ଏକ ବୁଲେଟିନ ଅନୁଯାୟୀ, ନୟାଗଡ଼, ଖୋର୍ଦ୍ଧା (ଭୁବନେଶ୍ୱର), କଟକ, ପୁରୀ,…