ସନ୍ଧ୍ୟା ୫ଟା୩୦ ପୂର୍ବରୁ ଅଫିସ ଛାଡିପାରିବେନି ଏହି ବିଭାଗର କର୍ମଚାରୀ..
ଭୁବନେଶ୍ବର: ଗ୍ରାମ୍ୟ ଉନ୍ନୟନ ବିଭାଗ କର୍ମଚାରୀଙ୍କ ପାଇଁ ଜାରି ହେଲା ନୂଆ ନିର୍ଦ୍ଦେଶନାମା । ସାଢ଼େ ୫ଟା ପୂର୍ବରୁ ଅଫିସ ଛାଡ଼ିପାରିବେ ନାହିଁ କର୍ମଚାରୀ । ଗ୍ରାମ୍ୟ ଉନ୍ନୟନ ବିଭାଗ କର୍ମଚାରୀମାନେ ସକାଳ ୧୦ଟା ସମୟରେ ଅଫିସ ଆସିବେ ଆଉ ସନ୍ଧ୍ୟା ୫ଟା ୩୦ ପୂର୍ବରୁ ଅଫିସ ଛାଡ଼ି ପାରିବେନାହିଁ ।…