ଆୟ ବହିର୍ଭୃତ ସମ୍ପତ୍ତି ଠୁଳ ଅଭିଯୋଗରେ ଆର ଆଣ୍ଡ ବି ଡିଭିଜନର କନିଷ୍ଠ ଯନ୍ତ୍ରୀ ଗିରଫ
ନୂଆପଡ଼ା: ଆୟ ବହିର୍ଭୃତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହେଲେ ଆର ଆଣ୍ଡ ବି ଡିଭିଜନର କନିଷ୍ଠ ଯନ୍ତ୍ରୀ। ଶନିବାର ନୂଆପଡ଼ା ଜିଲ୍ଲା ଖଡ଼ିଆଳର ଆର ଆଣ୍ଡ ବି ଡିଭିଜନର କନିଷ୍ଠ ଯନ୍ତ୍ରୀ ସୁଶାନ୍ତ ସେଠୀଙ୍କୁ ଭିଜିଲାନ୍ସ ଗିରଫ କରିଛି। ସୁଶାନ୍ତ ସେଠୀଙ୍କ ଘରେ ଶୁକ୍ରବାର ଚଢ଼ାଉ କରିଥିଲା…