Latest Odisha News

BREAKING NEWS

Monthly Archives

May 2025

ବିସିସିଆଇ ସ୍ପଷ୍ଟ କଲା, ମେ ୨୪ରେ ଦଳ ଘୋଷଣା

ନୂଆଦିଲ୍ଲୀ: ଆଗାମୀ ଇଂଲଣ୍ଡ ବିପକ୍ଷ ୫ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ପାଇଁ ମେ ୨୪ରେ ଭାରତୀୟ ଦଳର ଘୋଷଣା କରାଯିବ । ବିରାଟ କୋହଲି, ରୋହିତ ଶର୍ମା ଓ ରବିଚନ୍ଦ୍ରନ ଅଶ୍ୱୀନଙ୍କ ପରି ସିନିୟର ଖେଳାଳିଙ୍କ ଅବସର ପରେ ବିସିସିଆଇ ଚୟନ କମିଟି ଉପରେ ଏବେ ସମସ୍ତଙ୍କ ନଜର ରହିଛି । ନୂତନ ଅଧିନାୟକ…

ପାକିସ୍ତାନ ବିରୋଧରେ ଆଉ ଏକ ବଡ଼ ପଦକ୍ଷେପ, ପାକ୍ ବିମାନ ପାଇଁ ଏନଓଟିଏଏମକୁ ମାସେ ବୃଦ୍ଧି କଲା ଭାରତ

ନୂଆଦିଲ୍ଲୀ: ପାକିସ୍ତାନ ବିରୋଧରେ ଭାରତର ଆଉ ଏକ ବଡ଼ ପଦକ୍ଷେପ। ପାକିସ୍ତାନ ବିମାନ ପାଇଁ NOTAMକୁ ମାସେ ବୃଦ୍ଧି କଲା ଭାରତ। ଜୁନ୍ ୨୩ ଯାଏଁ ପାକିସ୍ତାନୀ ବିମାନ ପାଇଁ ନିଜ ଏୟାରସ୍ପେସ୍ ବନ୍ଦ କଲା ଭାରତ । ପୂର୍ବରୁ ପାକିସ୍ତାନ ସହିତ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ସରକାର ମେ ୨୩ ପର୍ଯ୍ୟନ୍ତ…

ପୂର୍ତ୍ତ ବିଭାଗ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଟ୍ୱିନ ସିଟିର ଟ୍ରାଫିକ୍ ଭିଡ ହ୍ରାସ ଓ ସୌନ୍ଦର୍ଯ୍ୟକରଣକୁ…

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ଭୁବନେଶ୍ୱର-କଟକ ଟ୍ୱିନ ସିଟିରେ କାର୍ଯ୍ୟକାରୀ ହେଉଥିବା ପୂର୍ତ୍ତ ବିଭାଗର ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିଛନ୍ତି। ବୈଠକରେ ଭୁବନେଶ୍ୱରର ସମନ୍ୱିତ ବିକାଶ ଯୋଜନା ସହିତ ଟ୍ରାଫିକ୍ ଭିଡ ହ୍ରାସ ଯୋଜନା ସମ୍ପର୍କରେ ଆଲୋଚନା…

ଡିଭିଲିୟର୍ସଙ୍କ ରେକର୍ଡ ସହ ସମକକ୍ଷ ହେଲେ ଫୋର୍ଡ

ଡବଲିନ: ଦିନିକିଆ କ୍ରିକେଟରେ ଦ୍ରୁତ ଅର୍ଦ୍ଧଶତକ ହାସଲ କରିବା ରେକର୍ଡ ଦକ୍ଷିଣ ଆଫ୍ରିକାର ପୂର୍ବତନ ଅଧିନାୟକ ଏବି ଡିଭିଲିୟର୍ସଙ୍କ ନାମରେ ରହିଛି । ୨୦୧୫ରେ ସେ ୱେଷ୍ଟଇଣ୍ଡିଜ ବିପକ୍ଷରେ ୧୬ ବଲରେ ଅର୍ଦ୍ଧଶତକ ହାସଲ କରିଥିଲେ । ପାଖାପାଖି ୧୦ ବର୍ଷ ପରେ ୱେଷ୍ଟଇଣ୍ଡିଜର ମାଥ୍ୟୁ ଫୋର୍ଡ ଏହି…

ଓଏଏସ୍ ସ୍ତରରେ ଅଦଳବଦଳ, ବଦଳିଲେ ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ

ଭୁବନେଶ୍ୱର: ବଦଳିଲେ ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ। ବିଜ୍ଞପ୍ତି ଅନୁସାରେ, ବରିଷ୍ଠ ଓଏଏସ ଅଧିକାରୀ ଅନୁଜ କୁମାର ଦାସ ପଟ୍ଟନାୟକଙ୍କୁ ସୂଚନା ଏବଂ ଲୋକସମ୍ପର୍କ (ଆଇ ଆଣ୍ଡ ପିଆର) ବିଭାଗର ନିର୍ଦ୍ଦେଶକ ଭାବରେ ନିଯୁକ୍ତ କରାଯାଇଛି। ପିଏମ୍‌ ପୋଷଣ ଓ ଏମ୍ଏମ୍‌ ପୋଷଣର ରାଜ୍ୟ ନୋଡାଲ୍…

ଇଂଲଣ୍ଡ ଗସ୍ତରେ ଯାଇ ନ ପାରନ୍ତି ସାମୀ

ନୂଆଦିଲ୍ଲୀ: ଭାରତର ଷ୍ଟାର ପେସର ମହମ୍ମଦ ସାମୀ ଆଗାମୀ ଇଂଲଣ୍ଡ ଗସ୍ତରେ ଯାଇ ନ ପାରନ୍ତି । ଭାରତୀୟ କ୍ରିକେଟ ଟିମ ଏହି ଗସ୍ତରେ ଇଂଲଣ୍ଡ ବିପକ୍ଷରେ ୫ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବ । ରିପୋର୍ଟ ଅନୁସାରେ ସାମୀ ସମ୍ପୂର୍ଣ୍ଣ ଭାବେ ଫିଟ ନାହାନ୍ତି । ଯାହାକୁ ନେଇ ଚୟନ କମିଟି ଚିନ୍ତିତ…

ଲିଙ୍ଗରାଜଙ୍କ ଶୀତଳ ଷଷ୍ଠୀ ନୀତି ନିର୍ଘଣ୍ଟ, ମଧ୍ୟରାତ୍ରୀରେ ପଡ଼ିବ ହାତଗଣ୍ଠି

ଭୁବନେଶ୍ୱର: ଲିଙ୍ଗରାଜ ମହାପ୍ରଭୁଙ୍କ ଶୀତଳ ଷଷ୍ଠୀ ଯାତ୍ରା ପାଇଁ ନୀତି ନିର୍ଘଣ୍ଟ ହୋଇଛି। ମେ ୩୦ ତାରିଖ ରାତି ୧୨ଟା ୫୦ରୁ ୩ଟା ମଧ୍ୟରେ ପଡ଼ିବ ହସ୍ତଗଣ୍ଠି। ରାତି ୧୦ଟା ୪୦ରୁ ୧୧ଟା ୩୦ ମଧ୍ୟରେ ବିମାନରେ ବିଜେ କରିବେ ମହାପ୍ରଭୁ। ବିମାନରେ ବିଜେ କରି କେଦାରଗୌରୀ ମନ୍ଦିରରେ ପହଞ୍ଚିବେ।…

ଏସସି/ଏସଟି ପ୍ରାର୍ଥୀଙ୍କ ପାଇଁ ବଡ଼ ସୁଯୋଗ, ମାସିକ ୧ହଜାର ଟଙ୍କାର ଷ୍ଟାଇପେଣ୍ଡ ସହ ମିଳିବ ନିଯୁକ୍ତି ଭିତ୍ତିକ ତାଲିମ

ଭୁବନେଶ୍ୱର: ଅନୁସୂଚିତ ଜାତି ଓ ଜନଜାତି ବର୍ଗର ଚାକିରି ଆଶାୟୀଙ୍କ ପାଇଁ ଭୁବନେଶ୍ୱରସ୍ଥିତ ଭାରତ ସରକାରଙ୍କ ଶ୍ରମ ଓ ନିୟୋଜନ ମନ୍ତ୍ରଣାଳୟ ଅଧୀନ ଏସସି/ଏସଟି ଜାତୀୟ କ୍ୟାରିଅର ସେବା କେନ୍ଦ୍ର ଏକ ଅଭିନବ ସୁଯୋଗ ଆଣିଛି। ମାସିକ ୧ ହଜାର ଟଙ୍କା ଷ୍ଟାଇପେଣ୍ଡ ସହ ଦିଆଯିବ ନିଯୁକ୍ତି ଭିତ୍ତିକ…

ବେଆଇନ୍ ମାଦକଦ୍ରବ୍ୟ ବିରୋଧରେ ହେବ ସଚେତନତା କାର୍ଯ୍ୟକ୍ରମ, ସ୍କୁଲସ୍ତରରେ ହେବ ପ୍ରବନ୍ଧ ପ୍ରତିଯୋଗିତା

ଭୁବନେଶ୍ୱର: ନୂଆ ସରକାର ରାଜ୍ୟର ଶାସନ ଭାର ହାତକୁ ନେବା ପରେ ବେଆଇନ ମାଦକ ଦ୍ରବ୍ୟ କାରବାର ଆନେକାଂଶରେ ହ୍ରାସ ପାଇଛି। ଅବକାରୀ ବିଭାଗ, ପୋଲିସ ପ୍ରଶାସନ ଏବଂ ସ୍ପେସାଲ୍‌ ସ୍କ୍ୱାର୍ଡ ଜରିଆରେ ନିୟମିତ ଚଢ଼ାଉ କରାଯାଇ ଅନେକ ବେଆଇନ ମଦଭାଟିକୁ ବନ୍ଦ କରାଯିବା ସହ ପ୍ରସ୍ତୁତି ସାମଗ୍ରୀ ଓ ଗାଡ଼ି…

ଆହୁରି ସହଜ ହେବ ବ୍ୟବସାୟ, ଷ୍ଟାର୍ଟଅପ୍ ଓଡ଼ିଶା ଓ ଫୋନ୍‌ପେ ମଧ୍ୟରେ ବୁଝାମଣାପତ୍ର ସ୍ଵାକ୍ଷରିତ

ଭୁବନେଶ୍ୱର: ଏଣିକି ରାଜ୍ୟରେ ଆହୁରି ସହଜ ହେବ ବ୍ୟବସାୟ। ସ୍ଥାନୀୟ ଓ-ହବ ଠାରେ ଷ୍ଟାର୍ଟଅପ୍ ଓଡ଼ିଶା ଏବଂ ଫୋନ୍‌ପେ ପ୍ରାଇଭେଟ୍ ଲିମିଟେଡ୍ ମଧ୍ୟରେ ଏକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି। ସହଜ ବ୍ୟବସାୟ ସୁନିଶ୍ଚିତ କରିବା ସହ ଷ୍ଟାର୍ଟଅପ୍‌ଗୁଡ଼ିକୁ ଡିଜିଟାଲ୍ ଭାବରେ ସଶକ୍ତ କରିବା ଲକ୍ଷ୍ୟରେ…