ବିଶ୍ବ ତମ୍ବାଖୁ ବର୍ଜନ ଦିବସ: ବାଲୁକା କଳାରେ ସଚେତନତା ବାର୍ତ୍ତା ଦେଲେ ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ
ଭୁବନେଶ୍ୱର: ଆଜି ବିଶ୍ବ ତମ୍ବାଖୁ ବର୍ଜନ ଦିବସ। ତମାଖୁ ସେବନ ଦ୍ବାରା ସ୍ବାସ୍ଥ୍ୟ ପ୍ରତି ହେଉଥିବା ବିପଦ ଓ କ୍ଷତି ସମ୍ପର୍କରେ ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି ପାଇଁ ପ୍ରତି ବର୍ଷ ମେ’ ୩୧ ତାରିଖରେ ଏହି ଦିବସ ପାଳନ କରାଯାଇ ଆସୁଛି। ଉଦ୍ଦେଶ୍ୟ ହେଉଛି, ତମାଖୁ ବ୍ୟବହାରର କ୍ଷତିକାରକ…