ମଦ ଭାଟିରେ ଅବକାରୀ ବିଭାଗର ଚଢାଉ ବେଳେ ୫ ଆହତ
ସୁନ୍ଦରଗଡ: ସୁନ୍ଦରଗଡ ଜିଲ୍ଲା ରାଜଗାଙ୍ଗପୁର ମାଲିଡିହି କରଲାକାନୀ ଅଞ୍ଚଳରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଦେଶୀ ମଦ କାରବାର ଚାଲିଥିବାବେଳେ ବିଶେଷ ସୂତ୍ରରୁ ଖବରପାଇ ଆଜି ମଦ ଭାଟି କର୍ମଚାରୀଙ୍କ ଉପରେ ଚଢଉ କରିଥିଲା ଅବକାରୀ ବିଭାଗର ସ୍ଵତନ୍ତ୍ର ଟିମ୍ । ଅବକାରୀ ବିଭାଗର ଚଢଉ ବେଳେ…