Latest Odisha News

BREAKING NEWS

Monthly Archives

May 2025

ଆତ୍ମସମର୍ପଣ କଲେ ୧୭ ମାଓବାଦୀ; ଆର୍ଥିକ ସହାୟତା ସହ କରାଯିବ ଆତ୍ମନିର୍ଭରଶୀଳ

ମାଲକାନଗିରି: ଶୁକ୍ରବାର ଦିନ ସୀମାନ୍ତ ତେଲେଙ୍ଗାନାର ଭଦ୍ରାଦ୍ରି କୋଥାଗୁଡେମ୍ ଜିଲ୍ଲା ପୋଲିସ ଅଧୀକ୍ଷକ ବି ରୋହିତ ରାଜୁଙ୍କ ନିକଟରେ ୪ ଦୁର୍ଦ୍ଦାନ୍ତ କ୍ୟାଡରଙ୍କ ସମେତ ୧୭ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି।'ଅପରେସନ୍ ଚେୟୁଥା' ଅନ୍ତର୍ଗତ କଲ୍ୟାଣକାରୀ ପଦକ୍ଷେପ ପ୍ରତି ଆକର୍ଷିତ ହେବା…

ରଥଯାତ୍ରାରେ ଟ୍ରାଫିକ ପରିଚାଳନା ଉପରେ ପ୍ରାଧାନ୍ୟ, କୋଣାର୍କରୁ ପୁରୀରେ ଲାଗିବ କଟକଣା

କଟକ: ବିଶ୍ୱପ୍ରସିଦ୍ଧ ରଥଯାତ୍ରାରେ ଶ୍ରୀକ୍ଷେତ୍ର ପୁରୀକୁ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ସୁଅ ଛୁଟିବ । ଶ୍ରଦ୍ଧାଳୁଙ୍କ ସୁଗମ ପରବହନକୁ ଆଖି ଆଗରେ ରଖି ରାଜ୍ୟ ପରିବହନ ପ୍ରାଧିକରଣ ପକ୍ଷରୁ ଏକ ସମନ୍ୱୟ ବୈଠକ ଅନୁଷ୍ଠିତ ହୋଇଛି । ପ୍ରାଧିକରଣର ମୁଖ୍ୟାଳୟରେ ରାଜ୍ୟ ପରିବହନ ଆୟୁକ୍ତ ଅମିତାଭ…

୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ଗଲେ ଇଡି ଡେପୁଟି ଡାଇରେକ୍ଟର

ଭୁବନେଶ୍ବର: ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ଗଲେ ଇଡିର ଡେପୁଟି ଡାଇରେକ୍ଟର ଚିନ୍ତନ ରଘୁବଂଶୀ। ଆଜି ଭୁବନେଶ୍ୱର CBI କୋର୍ଟରେ ହାଜର କରାଯିବା ପରେ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି । ଲାଞ୍ଚ ନେବା ବେଳେ ଇଡି ଡେପୁଟି ଡାଇରେକ୍ଟର ଚିନ୍ତନ ରଘୁବଂଶୀ ଗତକାଲି ସିବିଆଇ ହାତରେ…

ବଲାଙ୍ଗୀରରେ ସାମ୍ବାଦିକଙ୍କୁ ମାଡ଼ ମାମଲା: ନିଜ ଆଡ଼ୁ ମାମଲା ରୁଜୁ କଲା ଜାତୀୟ ମାନବାଧିକାର କମିଶନ

ଭୁବନେଶ୍ବର: ମେ ୨୫ ତାରିଖରେ ଓଡ଼ିଶାର ବଲାଙ୍ଗୀର ଜିଲ୍ଲାର କୁଲାଥିପାଲି ଗାଁରେ ଏକ ନିର୍ମାଣ ସ୍ଥାନରେ ଦୁର୍ନୀତି ଅଭିଯୋଗର ରିପୋର୍ଟ କରୁଥିବା ଜଣେ ଟିଭି ସାମ୍ବାଦିକଙ୍କୁ ହୋଇଥିବା ଆକ୍ରମଣ ମାମଲାରେ ଜାତୀୟ ମାନବାଧିକାର କମିଶନ (ଏନଏଚଆରସି) ନିଜ ଆଡ଼ୁ ମାମଲା ରୁଜୁ କରିଛନ୍ତି । ଗଣମାଧ୍ୟମ…

ବ୍ୟକ୍ତିଙ୍କ ଶରୀରରୁ ୮.୭ କେଜି ଓଜନର କିଡନୀ ମାସ ଅପସାରଣ କରି ରେକର୍ଡ କଲା ଏମ୍ସ ଭୁବନେଶ୍ୱର

ଭୁବନେଶ୍ୱର: ଏମ୍ସ ଭୁବନେଶ୍ୱରରେ ବିରଳ ଅପରେଶନ । ଜଣେ ୫୦ ବର୍ଷୀୟ ବ୍ୟକ୍ତିଙ୍କ ଶରୀରରୁ ସଫଳତାର ସହ ୮.୭ କିଲୋଗ୍ରାମ ଓଜନର ଭାରତର ସବୁଠାରୁ ବଡ଼ କିଡନୀ ମାସକୁ ଅପସାରଣ କରାଯାଇଛି । ବ୍ୟକ୍ତି ଜଣକ ଅଟୋସୋମାଲ ଡୋମିନାଣ୍ଟ ପଲିସିଷ୍ଟିକ କିଡନୀ ଡିଜିଜ (ଏଡିପିକେଡି) ନାମକ ଜେନେଟିକ ରୋଗରେ…

ମୌସୁମୀ ସମୟରେ ସମ୍ବେଦନଶୀଳ ସ୍ଥାନଗୁଡ଼ିକରେ ଦୃଢ଼ ସୁରକ୍ଷା ବ୍ୟବସ୍ଥାର ତଦାରଖ କଲା ପୂର୍ବତଟ ରେଳପଥ

ଭୁବନେଶ୍ବର: ମୌସୁମୀ ପ୍ରସ୍ତୁତି ଅଭ୍ୟାସର ଏକ ଅଂଶ ଭାବରେ ପୂର୍ବତଟ ରେଳପଥ ଏହାର ସାଙ୍କେତିକ ପ୍ରଣାଳୀର ନିରବଚ୍ଛିନ୍ନ କାର୍ଯ୍ୟ ଏବଂ ବନ୍ୟାପ୍ରବଣ ଅଞ୍ଚଳଗୁଡ଼ିକରେ ସୁରକ୍ଷିତ ଟ୍ରେନ ପରିଚାଳନା ସୁନିଶ୍ଚିତ କରିବା ପାଇଁ ସକ୍ରିୟ ଏବଂ ଆଗୁଆ ନିରାପତ୍ତା ପଦକ୍ଷେପଗୁଡ଼ିକର ଏକ ଶୃଙ୍ଖଳା…

ପାକ୍ ଆକ୍ରମଣରେ ପ୍ରଭାବିତ ଗୁରୁଦ୍ୱାର ପରିଦର୍ଶନ କଲେ ଅମିତ ଶାହ, ପୀଡିତ ପରିବାରକୁ ବାଣ୍ଟିଲେ ନିଯୁକ୍ତି ପତ୍ର

ଶ୍ରୀନଗର:କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଶୁକ୍ରବାର ଜମ୍ମୁ-କାଶ୍ମୀରର ପୁଞ୍ଚ ଜିଲ୍ଲା ଗସ୍ତ କରିଥିଲେ। ଏହି ଗସ୍ତରେ ସେ ପାକିସ୍ତାନର ଗୁଳିମାଡ଼ ଦ୍ୱାରା ପ୍ରଭାବିତ ଲୋକଙ୍କୁ ଭେଟିଥିଲେ ଏବଂ ପାକିସ୍ତାନର ଆକ୍ରମଣରେ ପ୍ରଭାବିତ ସିଂହ ସଭା ଗୁରୁଦ୍ୱାର ପରିଦର୍ଶନ ମଧ୍ୟ କରି ସେଠାରେ ପୂଜା…

କୋଟିଏରୁ ଅଧିକ ଟଙ୍କାର ଗଞ୍ଜେଇ ଜବତ, ୨ ଅଭିଯୁକ୍ତ ଗିରଫ

ଗୁଣୁପୁର: ଗଞ୍ଜେଇ ଚୋରାଚାଲାଣ ଚରାଭୂଇଁ ପାଲଟିଛି ଗୁଣୁପୁର । କେତେବେଳେ ବାଇକ୍ ରେ ଚାଲାଣ ହେଉଛି ତ କେତେବେଳେ ମେକ୍ସପିକଅପ ଗାଡିରେ ଆଉ ଏବେ ୧୬ ଚିକିଆ ଟ୍ରକ୍ ରେ ଗଞ୍ଜେଇ ଚାଲାଣ ହେଉଥିବା ଦେଖିବାକୁ ମିଳିଛି । ଆଜି ସକାଳେ ଗୋଖାଦ୍ୟ ସହ ଗଞ୍ଜେଇ ବୋଝେଇ କରି ଏକ ୧୬ ଚକିଆ ଟ୍ରକ୍ ଗଜପତୀ ଓ…

ନକ୍ସଲ-ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ଜାରି; ସୀମାନ୍ତରୁ ଉଦ୍ଧାର ହେଲା ଲୁଟ୍‌ ବିସ୍ଫୋରକ

ରାଉରକେଲା: ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା । ଗତ ୨୭ ତାରିଖ ଦିନ ଲୁଟ୍ ହୋଇଥିବା ବିସ୍ଫୋରକରୁ ଅନେକ ଜବତ ହୋଇଥିବା ସୂଚନା ମିଳିଛି । ସୁନ୍ଦରଗଡ଼ ବାଙ୍କୋ ଅଞ୍ଚଳରୁ ୪ ଟନ୍ ବିସ୍ଫୋରକ ଲୁଟି ନେଇଥିଲେ ମାଓବାଦୀ। ସୁରକ୍ଷା ବାହିନୀର ଯବାନମାନେ ଆଜି ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ସିଂହଭୂମ ଜିଲ୍ଲା…

ନିଟ୍‌-ପିଜି ପରୀକ୍ଷାକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ: ନିଟ୍‌-ପିଜି ପରୀକ୍ଷାକୁ ନେଇ ଶୁକ୍ରବାର ସର୍ବୋଚ୍ଚନ୍ୟାୟାଳୟଙ୍କ ବଡ ନିଷ୍ପତ୍ତି । ଏଣିକି ଗୋଟିଏ ସିଟିଂରେ ହେବ ନିଟ୍‌-ପିଜି ପରୀକ୍ଷା । ନିଟ୍‌-ପିଜି 2025 ପରୀକ୍ଷାକୁ ୨ଟି ସିଟିଂରେ ଆୟୋଜନ କରିବା ସମ୍ପର୍କିତ ଏକ ବିଜ୍ଞପ୍ତିକୁ ଚ୍ୟାଲେଞ୍ଜ କରି ଦାୟର ହୋଇଥିବା ଏକ ଆବେଦନ…