ଆସନ୍ତାକାଲି ପ୍ରକାଶ ପାଇବ +୨ ପରୀକ୍ଷା ଫଳ
ଭୁବନେଶ୍ଵର: ଆସନ୍ତାକାଲି ଅର୍ଥାତ୍ ମେ ୨୧ରେ ପ୍ରକାଶ ପାଇବ +୨ ପରୀକ୍ଷା ଫଳ। ଆସନ୍ତାକାଲି ଅପରାହ୍ନ ୪ଟାରେ ପ୍ରକାଶ ପାଇବା ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ପକ୍ଷରୁ ସୂଚନା ଦିଆଯାଇଛି।
ସିଏଚଏସଇର ସୂଚନା ଅନୁଯାୟୀ, ଏକାସହ +୨ କଳା, ବାଣିଜ୍ୟ, ବିଜ୍ଞାନ ରେଜଲ୍ଟ ପ୍ରକାଶ…