ଖୁବଶୀଘ୍ର ନୟାଗଡରୁ ବୌଦ୍ଧକୁ ଟ୍ରେନ୍ ଚାଲିବ: ମୁଖ୍ୟମନ୍ତ୍ରୀ
ବୌଦ୍ଧ: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୌଦ୍ଧ ଜିଲ୍ଲା ଗସ୍ତ କରି ଜିଲ୍ଲାପାଳଙ୍କ ସଦଭାବନା ସଭାଗୃହ ଠାରେ ଜିଲ୍ଲା ପ୍ରଶାସନର ସମସ୍ତ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି ଏବଂ ଜିଲ୍ଲା ପ୍ରଶାସନର କାର୍ଯ୍ୟ ବିଷୟରେ ସମୀକ୍ଷା କରି ବୈଠକରେ ନିଜର ସନ୍ତୋଷ ପ୍ରକାଶ କରିଛନ୍ତି ।…