ନିଜର ପଦ ଫେରିପାଇଲେ ଆକାଶ ଆନନ୍ଦ; ବିଏସପିର ଉତ୍ତରାଧିକାରୀ ନେଇ ସ୍ପଷ୍ଟ କଲେ ମାୟାବତୀ
ଲକ୍ଷ୍ନୋ :ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବହୁଜନ ସମାଜ ପାର୍ଟି (ବିଏସପି) ମୁଖ୍ୟ ମାୟାବତୀ ପୁଣିଥରେ ପୁତୁରା ଆକାଶ ଆନନ୍ଦଙ୍କୁ ଦଳର ମୁଖ୍ୟ ଜାତୀୟ ସଂଯୋଜକ କରିଛନ୍ତି । ଆକାଶ ଆନନ୍ଦ ଦଳରେ ତାଙ୍କର ପ୍ରତିଷ୍ଠା ଏବଂ ସ୍ଥାନ ଫେରି ପାଇଛନ୍ତି । ଆଜି ଦଳର ଅନେକ ବରିଷ୍ଠ ନେତାଙ୍କ ଏକ ବୈଠକରେ…