ଆମେରିକାରେ ଭୟଙ୍କର ଘୂର୍ଣ୍ଣିଝଡ଼, ୨୭ ମୃତ
ୱାଶିଂଟନ: ଆମେରିକାର ମଧ୍ୟପଶ୍ଚିମ ଅଞ୍ଚଳରେ ଭୟଙ୍କର ଘୂର୍ଣ୍ଣିଝଡ଼। କେଣ୍ଟୁକି ଓ ମିସୌରୀ ଅଧିକ ପ୍ରଭାବିତ ହୋଇଥିବା ସୂଚନା ରହିଛି। ଏହି ଘୂର୍ଣ୍ଣଝଡରେ ୨୭ ଜଣଙ୍କର ଜୀବନ ଯାଇଥିବା ବେଳେ ୧୨ରୁ ଅଧିକ ଆହତ ହୋଇଛନ୍ତି। ସେହିପରି ୫ ହଜାର କୋଠା କ୍ଷତିଗ୍ରସ୍ତ ହୋଇଛି। ସ୍ଥାନେ ସ୍ଥାନେ…