ଜୋରଜବରଦସ୍ତି ହଷ୍ଟେଲରେ ପଶିବା ପଡ଼ିଲା ମହଙ୍ଗା; ରାହୁଲ ଗାନ୍ଧୀଙ୍କ ନାଁରେ ମାମଲା ରୁଜୁ
ଦରଭଙ୍ଗା: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ନାମରେ ରୁଜୁ ହେଲା ୨ଟି ମାମଲା । ଆମ୍ବେଦକର ଛାତ୍ରାବାସରେ କାର୍ଯ୍ୟକ୍ରମ ପାଇଁ ପ୍ରଶାସନ ପକ୍ଷରୁ କୌଣସି ଆନୁଷ୍ଠାନିକ ଅନୁମତି ଦିଆଯାଇ ନଥିବା ସତ୍ତ୍ବେ ରାହୁଲ ଗାନ୍ଧୀ ଜୋରଜବରଦସ୍ତି ହଷ୍ଟେଲର ପଛଦ୍ବାର ଦେଇ ହଷ୍ଟେଲ ଭିତରକୁ ପ୍ରବେଶ କରିଥିଲେ…