Latest Odisha News

BREAKING NEWS

Monthly Archives

May 2025

ଟ୍ରମ୍ପଙ୍କୁ ୪୦୦ ନିୟୁତ ଡଲାର ମୂଲ୍ୟର ଗିଫ୍ଟ ଦେବ କତାର 

ନୂଆଦିଲ୍ଲୀ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କାତାର ଗସ୍ତ କରିବାକୁ ଯାଉଛନ୍ତି। ଏହା ପୂର୍ବରୁ ତାଙ୍କୁ କାତାରର ଶାସକ ପରିବାର ପକ୍ଷରୁ ୪୦୦ ନିୟୁତ ଡଲାର ମୂଲ୍ୟର ଏକ ବିଳାସପୂର୍ଣ୍ଣ ବୋଇଂ 747-8 ଜମ୍ବୋ ଜେଟ୍ ଉପହାର ସ୍ୱରୂପ ମିଳିବ ବୋଲି ଚର୍ଚ୍ଚା ହେଉଛି। ଏନେଇ ଡୋନାଲ୍ଡ ଟ୍ରମ୍ପ…

ଏଠାରେ ଦେଶର ଷଷ୍ଠ ସେମିକଣ୍ଡକ୍ଟର ୟୁନିଟ୍ ହେବ ପ୍ରତିଷ୍ଠା, ୨୦୦୦ଲୋକଙ୍କୁ ମିଳିବ ନିଯୁକ୍ତି

ଆଦିଲ୍ଲୀ: ବୁଧବାର କେନ୍ଦ୍ର କ୍ୟାବିନେଟରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏ ବିଷୟରେ ସୂଚନା ଦେଇ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି ଯେ ଉତ୍ତର ପ୍ରଦେଶର ଜେୱାରରେ ଭାରତର ଷଷ୍ଠ ସେମିକଣ୍ଡକ୍ଟର ୟୁନିଟ୍ ଅନୁମୋଦନ କରାଯାଇଛି। କ୍ୟାବିନେଟ୍ ନିଷ୍ପତ୍ତି ବିଷୟରେ…

ଓରେରାର ଅଧ୍ୟକ୍ଷ ଭାବରେ ନିଯୁକ୍ତ ଅସିତ କୁମାର ମହାପାତ୍ର

ଭୁବନେଶ୍ୱର: ଦୀର୍ଘ ଦିନର ଅପେକ୍ଷା ପରେ ରାଜ୍ୟ ସରକାର ବୁଧବାର ଅସିତ କୁମାର ମହାପାତ୍ରଙ୍କୁ ଓଡ଼ିଶା ରିଅଲ୍ ଇଷ୍ଟେଟ୍ ନିୟାମକ ପ୍ରାଧିକରଣ (ଓରେରା)ର ଅଧ୍ୟକ୍ଷ ଭାବରେ ନିଯୁକ୍ତ କରିଛନ୍ତି। ଏକ ସରକାରୀ ବିଜ୍ଞପ୍ତି ଅନୁଯାୟୀ, ନୂତନ ନିଯୁକ୍ତି ତାଙ୍କ କାର୍ଯ୍ୟଭାର ଗ୍ରହଣ କରିବା ତାରିଖରୁ…

ଅପରେସନ ସିନ୍ଦୂରର ସଫଳତା ପରେ ରାଷ୍ଟ୍ରପତିଙ୍କୁ ଭେଟିଲେ ସିଡିଏସଙ୍କ ସମେତ ୩ ସେନାର ମୁଖ୍ୟ

ନୂଆଦିଲ୍ଲୀ: ଅପରେସନ ସିନ୍ଦୂରର ସଫଳତା ପରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି ସିଡିଏସଙ୍କ ସମେତ ତିନି ସେନାର ମୁଖ୍ୟ । ପ୍ରତିରକ୍ଷା ମୁଖ୍ୟ ଜେନେରାଲ ଅନିଲ ଚୌହାନ, ସ୍ଥଳସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ, ବାୟୁସେନା ମୁଖ୍ୟ ଏୟାର ଚିଫ୍ ମାର୍ଶାଲ ଏପି ସିଂହ ଏବଂ…

ପିପିଲି ନାବାଳିକା ଦୁଷ୍କର୍ମ ଘଟଣା; ନ୍ୟାୟ ପାଇଁ ଏସପିଙ୍କୁ ଭେଟିଲା ବିଜେଡି ପ୍ରତିନିଧି ମଣ୍ଡଳୀ

ପୁରୀ: ପିପିଲି ଅଞ୍ଚଳରେ ନାବାଳିକା ଦୁଷ୍କର୍ମ ଘଟଣାରେ ତ୍ଵରିତ ନ୍ୟାୟ ପାଇଁ ଏସପିଙ୍କୁ ଭେଟିଛନ୍ତି ବିଜେଡି ପ୍ରତିନିଧି ମଣ୍ଡଳୀ । ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତି ଓ ନାରୀ ସୁରକ୍ଷା ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି ଏହି ପ୍ରତିନିଧି ମଣ୍ଡଳୀ । ସେପଟେ ଏହି ଘଟଣାରେ…

ଶତ୍ରୁର ପ୍ରତ୍ୟେକ ଆହ୍ବାନର ଉଚିତ୍‌ ଜବାବ ଦେବା ପାଇଁ ଆମ ସେନାବାହିନୀ ସମ୍ପୂର୍ଣ୍ଣ ପ୍ରସ୍ତୁତ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆତଙ୍କବାଦ ବିରୋଧୀ ଅଭିଯାନ, ଅପରେସନ୍‍ ସିନ୍ଦୁର’ର ସଫଳତା ପରେ ଆଜି ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିଅମ ଠାରେ ଏକ ତ୍ରିରଙ୍ଗା ବାଇକ୍ ଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ଏହି ବାଇକ୍ ଯାତ୍ରାକୁ ପତାକା…

ଦୀଘା ‘ଜଗନ୍ନାଥ ଧାମ’ ନିଷ୍ପତ୍ତି ପ୍ରସଙ୍ଗ: ଗଜପତିଙ୍କୁ ଚିଠି ଲେଖି ଦୋଷ ଛଡ଼ାଇଲା ଇସ୍କନ

ପୁରୀ: ଦୀଘାରେ ଜଗନ୍ନାଥ ମନ୍ଦିରକୁ ନେଇ କିଛି ଦିନ ହେବ ବାଦ ବିବାଦ ଚାଲିଥିଲା। ଶ୍ରୀମନ୍ଦିରରୁ ବଳକା ଦାରୁ ଅଂଶ ନିଆଯାଇ ଚତୁର୍ଦ୍ଧା ବିଗ୍ରହ ନିର୍ମାଣ ପରେ ପଶ୍ଚିମବଙ୍ଗର ଦୀଘା ଜଗନ୍ନାଥ ମନ୍ଦିରରେ ପ୍ରତିଷ୍ଠା ହେଲା। ଦଇତାପତି ସମ୍ପାଦକ ରାମକୃଷ୍ଣ ଦାସମହାପାତ୍ର ବଙ୍ଗଳା ଚ୍ୟାନେଲକୁ…

ମେ ୨୮ରେ ଆସିବ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ରାୟ

ବଲାଙ୍ଗୀର:ମେ ୨୮ରେ ଆସିବ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ରାୟ । ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ର ବହୁଚର୍ଚ୍ଚିତ ପାର୍ସଲ୍ ବୋମା ବିସ୍ଫୋରଣ ମାମଲାର ରାୟ ମେ ୨୮ରେ ଆସିବ। ପାଟଣାଗଡ଼ ଏଡିଜେ କୋର୍ଟ ରାୟ ଶୁଣାଇବେ। ବହୁଚର୍ଚ୍ଚିତ ପାଟଣାଗଡ଼ ବୋମା ବିସ୍ଫୋରଣ ମାମଲାର ରାୟ ଆଜି ଶେଷ…

ତୁର୍କୀର ସୋସିଆଲ ମିଡିଆକୁ ବ୍ୟାନ କଲା ଭାରତ, ପାକିସ୍ତାନକୁ ସହଯୋଗ କରିବାର ମିଳିଲା ପ୍ରମାଣ

ନୂଆଦିଲ୍ଲୀ: ଭାରତରେ ତୁର୍କୀର ସରକାରୀ ସୋସିଆଲ ମିଡିଆ TRT ବ୍ୟାନ୍‌। ପାକିସ୍ତାନକୁ ସହଯୋଗ କରିବା ପ୍ରମାଣ ମିଳିବା ପରେ ତୁର୍କୀର ସୋସିଆଲ ମିଡିଆକୁ ବ୍ୟାନ କଲା ଭାରତ। ଅପରେସନ ସିନ୍ଦୂର ବେଳେ ପାକିସ୍ତାନକୁ ତୁର୍କୀ ସହଯୋଗ କରିଥିଲା। ବିଦ୍ୱାନମାନେ କହିଛନ୍ତି, ଯାହାଙ୍କ ସହିତ ଆମେ…

ଭାରତ-ପାକିସ୍ତାନ ସୀମା ସହ ଭୁଜ ଏୟାରବେସ୍ ପରିଦର୍ଶନ କରିବେ ପ୍ରତିରକ୍ଷା ମନ୍ତ୍ରୀ

ନୂଆଦିଲ୍ଲୀ: ପାକିସ୍ତାନ ଏବଂ ଏହାର ଆତଙ୍କବାଦୀଙ୍କ ବିରୁଦ୍ଧରେ ଭାରତୀୟ ସଶସ୍ତ୍ର ବାହିନୀର ଅପରେସନ ସିନ୍ଦୂର ସଫଳ ହୋଇଛି । ଅଳ୍ପ ସମୟ ମଧ୍ୟରେ ଭାରତୀୟ ସେନା ପାକିସ୍ତାନକୁ କଡା ଜବାବ ଦେଇଥିଲା ଯେଉଁଥିପାଇଁ ପାକିସ୍ତାନ ଯୁଦ୍ଧବିରତି ପାଇଁ ନିବେଦନ କରିବା ଆରମ୍ଭ କଲା । ଏହା ପରେ ଉଭୟଙ୍କ…