ଗୁଣିଗାରେଡି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା ଘଟଣାରେ ୧୦ ଗିରଫ
ଗଜପତି: ଗୁଣିଗାରେଡି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା ଘଟଣାରେ ୧୦ ଜଣଙ୍କୁ ଗିରଫ କରିଛି ପୋଲିସ। ଗଜପତି ଜିଲ୍ଲା ମୋହନା ଥାନା କୁଇହୁରୁ ଗାଁରେ କାମ୍ବି ମଳିକ ହତ୍ୟା ଘଟଣାର ସମ୍ପୃକ୍ତ ଅଭିଯୁକ୍ତ ଗିରଫ ହୋଇଛନ୍ତି। ଗିରଫଙ୍କ ମଧ୍ୟରେ ୮ ମହିଳା ଥିବାବେଳେ ୨ ଜଣ ପୁରୁଷ ଅଛନ୍ତି । ହତ୍ୟାକାଣ୍ଡରେ…