ଭାରତ ମଣ୍ଡପମ୍ ଭଳି ହେବ ଓଡ଼ିଶା ମଣ୍ଡପ; ସରିଛି ଜାଗା ଚିହ୍ନଟ: ପୃଥ୍ୱୀରାଜ ହରିଚନ୍ଦନ
ଭୁବନେଶ୍ବର: ନୂଆ ଢ଼ାଞ୍ଚାରେ ତିଆରି ହେବ ଲୋକସେବା ଭବନ ଓ ବିଧାନସଭା । ପୁରୁଣା ବିଲ୍ଡିଂର ରୂପରେଖ ବଦଳାଯିବା ନେଇ ବିଚାର ଚାଲିଥିବା ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖିଛନ୍ତି । ସେହିପରି ନୂଆଦିଲ୍ଲୀର ଭାରତ ମଣ୍ଡପମ୍ ଭଳି ଓଡ଼ିଶାରେ ମଧ୍ୟ ବିଶ୍ୱସ୍ତରୀୟ ସମ୍ମିଳନୀ…