ମୋଦୀଙ୍କ ସହ କଥା ହେଲେ ମହାକାଶଚାରୀ ଶୁଭାଂଶୁ; କହିଲେ ଗୋଡ ବାନ୍ଧି କଥା ହେଉଛି ନଚେତ୍…
ନୂଆଦିଲ୍ଲୀ: ଇତିହାସ ରଚିଛନ୍ତି ଶୁଭାଂଶୁ ଶୁକ୍ଲା । ଫ୍ଲୋରିଡାସ୍ଥିତ ନାସାର କେନେଡି ସ୍ପେସ ସେଣ୍ଟରରୁ ମହାକାଶକୁ ଯାତ୍ରା କରିଛନ୍ତି ଗ୍ରୁପ କ୍ୟାପଟେନ୍ ଶୁଭାଂଶୁ ଶୁକ୍ଳାଙ୍କ ସହ ଅନ୍ୟ ୩ଜଣ ମହାକାଶଚାରୀ । ଏହା ବ୍ୟତୀତ ମହାକାଶଚାରୀ ଶୁଭାଂଶୁ ଦ୍ୱିତୀୟ ଭାରତୀୟ ଯିଏ ମହାକାଶ ଯାତ୍ରା…