Latest Odisha News

BREAKING NEWS

Monthly Archives

June 2025

ଫ୍ରେଂଚ ଓପନ ଫାଇନାଲରେ ଆଲକାରେଜ

ନୂଆଦିଲ୍ଲୀ: ସ୍ପେନର ଷ୍ଟାର ଖେଳାଳି କାର୍ଲୋସ ଆଲକାରେଜ ୨୦୨୫ ଫ୍ରେଂଚ ଓପନ ଟେନିସ ଟୁର୍ଣ୍ଣାମେଂଟର ଫାଇନାଲରେ ପ୍ରବେଶ କରିଛନ୍ତି । ପୁରୁଷ ସିଙ୍ଗଲ୍ସ ସେମିଫାଇନାଲରେ ଇଟାଲୀର ଲୋରେଞ୍ଜୋ ମୁସେଟ୍ଟି ଆଘାତ ସମସ୍ୟା ଯୋଗୁ ମ୍ୟାଚ ଅଧାରୁ ଓହରି ଯାଇଥିଲେ । ୨୨ ବର୍ଷୀୟ କାର୍ଲୋସ ଓ ମୁସେଟ୍ଟିଙ୍କ…

୨୦୨୬ ଏପ୍ରିଲରେ ବାଂଲାଦେଶରେ ସାଧାରଣ ନିର୍ବାଚନ

ଢାକା:ବାଂଲାଦେଶରେ ବହୁ ପ୍ରତୀକ୍ଷିତ ଜାତୀୟ ନିର୍ବାଚନ ୨୦୨୬ ଏପ୍ରିଲ ପ୍ରଥମ ସପ୍ତାହରେ ଅନୁଷ୍ଠିତ ହେବ। ବାଂଲାଦେଶରେ ଶେଖ ହାସିନାଙ୍କ ବିଦ୍ରୋହ ପରେ ଆନ୍ତରୀଣ ସରକାରଙ୍କ ଶାସନ ଜାରି ରହିଛି। ବାଂଲାଦେଶରେ ମହମ୍ମଦ ୟୁନୁସଙ୍କ ନେତୃତ୍ୱରେ ଏକ ଅନ୍ତରୀଣ ସରକାର କାର୍ଯ୍ୟ କରୁଛି। ତେବେ ଶୁକ୍ରବାର…

ଜାହୀରଙ୍କ ଅଡୁଆ ବଢ଼ିଲା, ରାଗି ଯାଇଛନ୍ତି ସଞ୍ଜୀବ

ଲକ୍ଷ୍ନୌ: ଆଇପିଏଲ ୨୦୨୫ରେ ଲକ୍ଷ୍ନୌ ସୁପର ଜ୍ୟାଂଟସ ପ୍ରଦର୍ଶନ ନୈରାଶ୍ୟଜନକ ରହିଛି । ଦଳ ପ୍ଲେ ଅଫରେ ପ୍ରବେଶ ମଧ୍ୟ କରିପାରି ନ ଥିଲା । ଓଭରାଲ ଷଷ୍ଠ ସ୍ଥାନରେ ରହି ଦଳ ତାର ଅଭିଯାନ ଶେଷ କରିଛି । ଲକ୍ଷ୍ନୌ ଟିମର ମାଲିକ ସଞ୍ଜୀବ ଗୋଏନକା ଟିମର ଅଧିନାୟକ ରିଷଭ ପନ୍ତ ଓ ମେଂଟର ଜାହୀର ଖାଁଙ୍କ…

କର୍ଣ୍ଣାଟକ ହାଇକୋର୍ଟରୁ କେଏସସିଏକୁ ବଡ଼ ଆଶ୍ୱସ୍ତି, ଦଣ୍ଡମୂଳକ କାର୍ଯ୍ୟାନୁଷ୍ଠାନ ଉପରେ ସ୍ଥଗିତାଦେଶ

କର୍ଣ୍ଣାଟକ: ଶୁକ୍ରବାର କର୍ଣ୍ଣାଟକ ହାଇକୋର୍ଟ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ବେଙ୍ଗାଲୁରୁ ଷ୍ଟାଡିୟମ ଦଳାଚକଟା ମାମଲାରେ କର୍ଣ୍ଣାଟକ ରାଜ୍ୟ କ୍ରିକେଟ ଆସୋସିଏସନ ବିରୁଦ୍ଧରେ କୌଣସି ପ୍ରକାରର ଦଣ୍ଡାତ୍ମକ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନକରିବାକୁ କୋର୍ଟ କହିଛନ୍ତି। କିନ୍ତୁ କୋର୍ଟ କେଏସସିଏ…

କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ନେଲେ ପୀୟୁଷ

ନୂଆଦିଲ୍ଲୀ:ଭାରତର ଷ୍ଟାର ସ୍ପିନର ପୀୟୁଷ ଚାୱଲା କ୍ରିକେଟର ସମସ୍ତ ଫର୍ମାଟର ଅବସର ଘୋଷଣା କରିଛନ୍ତି । ୩୬ ବର୍ଷୀୟ ଏହି ସ୍ପିନର ସୋସିଆଲ ମିଡିଆ ମାଧ୍ୟମରେ ପ୍ରଶଂସକଙ୍କୁ ଏହି ସୂଚନା ଦେଇଥିଲେ । ୨୦୦୭ ଟି୨୦ ଓ ୨୦୧୧ ଦିନିକିଆ ବିଶ୍ୱକପ ବିଜୟୀ ଭାରତୀୟ ଦଳର ସେ ସଦସ୍ୟ ଥିଲେ । ଆଇପିଏଲରେ ମଧ୍ୟ…

ଭାଙ୍ଗୁଛି ମାଓଗଡ଼: ଏନକାଉଣ୍ଟରରେ ପୁଣି ଜଣେ ଦୁର୍ଦ୍ଦାନ୍ତ ମାଓନେତା ନିହତ

ରାୟପୁର: ଭୁଶୁଡୁଛି ମାଓ ଦୁର୍ଗ। ପୁଣି ଜଣେ ଦୁର୍ଦ୍ଦାନ୍ତ ମାଓନେତା ନିହତ। ଛତିଶଗଡ଼ର ବିଜାପୁର ଜିଲ୍ଲାରେ ଶୁକ୍ରବାର ପୁଣି ସୁରକ୍ଷା କର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଇନ୍ଦ୍ରାବତୀ ଜାତୀୟ ଉଦ୍ୟାନ ଭିତରେ ଏହି ବଡ଼ ଏନକାଉଣ୍ଟର ହୋଇଛି। ଏଥିରେ ତେଲଙ୍ଗାନାର ମୋଷ୍ଟ…

ଓଡ଼ିଶା ଜଳ ବିଦ୍ୟୁତ୍ ନିଗମ ଲିମିଟେଡ୍ ଏବଂ ୱାପକୋସ୍ ଲିମିଟେଡ୍ ମଧ୍ୟରେ ଚୁକ୍ତି ସ୍ୱାକ୍ଷର

ଭୁବନେଶ୍ୱର: ଭବିଷ୍ୟତର ଶକ୍ତି କ୍ଷେତ୍ରରେ ବ୍ୟାପକ ପରିବର୍ତ୍ତନ ପାଇଁ ଭାରତର ପ୍ରତିବଦ୍ଧତା ସ୍ୱରୂପ, ଭାରତ ସରକାର ୨୦୩୦ ସୁଦ୍ଧା ଅକ୍ଷୟ ଶକ୍ତି ଉତ୍ସରୁ ୫୦୦ ଗିଗାୱାଟ କ୍ଷମତା ହାସଲ କରିବାର ଲକ୍ଷ୍ୟ ରଖିଛନ୍ତି । ଏହି ପରିପ୍ରେକ୍ଷିରେ ଆଜି ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହ ଦେଓ,…

ଏକ ବର୍ଷ ମଧ୍ୟରେ ନିଯୁକ୍ତି ମେଳା ମାଧ୍ୟମରେ ୨୭,୪୨୮ଟି ସରକାରୀ ପଦବୀ ପୂରଣ

ଭୁବନେଶ୍ୱର: ବାପା ମାଆଙ୍କ ଆଶୀର୍ବାଦରେ ଆପଣ ମାନେ ଏହି ଚାକିରୀ ପାଇଛନ୍ତି। ତାଙ୍କ ସେବା ସବୁବେଳେ କରୁଥିବେ। ପରିବାର ଲୋକଙ୍କ ମନରେ କେବେହେଲେ କଷ୍ଟ ଦେବେ ନାହିଁ। ଆମ ସମାଜରେ ଗରିବ ଲୋକମାନେ ବହୁ କଷ୍ଟରେ ଅଛନ୍ତି, ସେମାନଙ୍କୁ ଠିକ୍ ସମୟରେ ନ୍ୟାୟ ଦେବାକୁ କେବେ ଭୁଲିବେ ନାହିଁ ବୋଲି…

ରଥଯାତ୍ରା ପାଇଁ ସ୍ୱାସ୍ଥ୍ୟ ବିଭାଗର ସ୍ୱତନ୍ତ୍ର ନିର୍ଦ୍ଦେଶାବଳୀ: କରୋନା ଭଳି ଲକ୍ଷଣ ଥିଲେ ଯିବାକୁ ମନା

ଭୁବନେଶ୍ବର:ରାଜ୍ୟରେ ପ୍ରତିଦିନ କୋଭିଡ ମାମଲା ବୃଦ୍ଧି ପାଉଛି। କୋଭିଡ ସ୍ଥିତିରେ ରଥଯାତ୍ରା ପାଇଁ ସ୍ୱାସ୍ଥ୍ୟ ବିଭାଗର ସ୍ୱତନ୍ତ୍ର ନିର୍ଦେଶାବଳୀ। କୋଭିଡ ଭଳି ଲକ୍ଷଣ ଥିଲେ ରଥଯାତ୍ରା ଦେଖିବାକୁ ଯିବାକୁ ବାରଣ କଲା ସ୍ୱାସ୍ଥ୍ୟ ବିଭାଗ। ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଥଣ୍ଡା ଲକ୍ଷଣ ଥିବା ବ୍ୟକ୍ତି,…

ଜିନ୍ଦଲ ପକ୍ଷରୁ ବିଶ୍ୱ ପରିବେଶ ଦିବସ ପାଳିତ

ଯୋଡ଼ା/ବଡ଼ବିଲ: ଜିନ୍ଦଲ ଷ୍ଟିଲ ଆଣ୍ଡ ପାଓ୍ୱାର (ଜେଏସପି) ପକ୍ଷରୁ ବୈଶ୍ୱିକ ଆହ୍ୱାନ “ବିଟ୍ ଦ ପ୍ଲାଷ୍ଟିକ ପଲ୍ୟୁସନ” ଆଧାରରେ ବଡ଼ବିଲ ପେଲେଟ ପ୍ଲାଣ୍ଟ, କାଶିଆ ଓ ଟେନ୍ସା ମାଇନ୍ସରେ ବିଶ୍ୱ ପରିବେଶ ଦିବସ ପାଳିତ ହୋଇଯାଇଛି। ଏହି କ୍ରମରେ ବ୍ୟାପକ ବୃକ୍ଷରୋପଣ ସମେତ ବିଭିନ୍ନ ସଚେତନତାଧର୍ମୀ…