ଜୁଲାଇ ୨୧ରୁ ସଂସଦର ମୌସୁମୀ ଅଧିବେଶନ
ନୂଆଦିଲ୍ଲୀ: ଜୁଲାଇ ୨୧ରୁ ସଂସଦର ମୌସୁମୀ ଅଧିବେଶନ। ଅଗଷ୍ଟ ୧୨ ପର୍ଯ୍ୟନ୍ତ ଚାଲିବ ମୌସୁମୀ ଅଧିବେଶନ। ଏନେଇ ସୂଚନା ଦେଇଛନ୍ତି ସଂସଦୀୟ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ। ଏହି ଅଧିବେଶନ ଆସନ୍ତା ଅଗଷ୍ଟ ୧୨ତାରିଖ ପର୍ଯ୍ୟନ୍ତ ଚାଲିବ।
ଏହି ଅଧିବେଶନରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହେବା ସହ…