ନନ୍ଦନକାନନରେ ଧଳା ବାଘ ଛୁଆର ମୃତ୍ୟୁ, କମିଲା ବାଘ ସଂଖ୍ୟା
ଭୁବନେଶ୍ୱର: ନନ୍ଦନକାନନରେ ଏକ ଧଳା ବାଘ ଛୁଆର ମୃତ୍ୟୁ ଘଟିଛି । ବାଘ ଛୁଆଟିକୁ ମାତ୍ର ୭ ମାସ ହେଇଥିଲା । ଏହି ମାଈ ଧଳା ବାଘ ଛୁଆଟି ମେଲାନିଷ୍ଟିକ ବାଘ କ୍ରିଷ୍ଣା ଏବଂ ବାଘୁଣୀ ରୂପାଠାରୁ ୨୦୨୪ ନଭେମ୍ବର ୨ ତାରିଖରେ ଜନ୍ମଗ୍ରହଣ କରିଥିଲା ।
ଗତ ମାର୍ଚ୍ଚ ମାସରେ ଛୁଆଟି ଅସୁସ୍ଥ…