କ୍ଷୀର ଲିଟର ପିଛା ୨ ଟଙ୍କା ବୃଦ୍ଧି ସହ ବଜାରକୁ ଆସିଲା ଓମଫେଡ୍ ର ନୂଆ ପ୍ରଡକ୍ଟ
ଭୁବନେଶ୍ବର: ଓମଫେଡ୍ କ୍ଷୀର ଲିଟର ପିଛା ୨ ଟଙ୍କା ବୃଦ୍ଧି ଘୋଷଣା । ଫଳରେ ଲିଟର ପିଛା କ୍ଷୀର ଦାମ୍ ୫୨ ଟଙ୍କାରୁ ବଢି ୫୪ ଟଙ୍କା ହେଲା । ଏଥିସହ ଆଜିଠାରୁ ସରକାର ଦୁଗ୍ଧ ଚାଷୀଙ୍କୁ ଲିଟର ପିଛା ୩ ଟଙ୍କା ଅଧିକ ଦିଆଯିବ । ଏହାଦ୍ବାରା ରାଜ୍ୟର ୨ ଲକ୍ଷ ୫୦ ହଜାର ଦୁଗ୍ଧ ଚାଷୀ ଉପକୃତ ହେବେ ।…