ଭୁବନେଶ୍ୱର ଦୂରନ୍ତ ଏକ୍ସପ୍ରେସରେ ଲୁଟ୍, ନେଇଗଲେ ମୂଲ୍ୟବାନ ସମ୍ପତ୍ତି
ପାଟନା: ନୂଆଦିଲ୍ଲୀ-ଭୁବନେଶ୍ୱର ଦୂରନ୍ତ ଏକ୍ସପ୍ରେସରେ ଯାତ୍ରୀମାନଙ୍କ ମୂଲ୍ୟବାନ ଜିନିଷପତ୍ର ଲୁଟ ହୋଇଥିବା ସୂଚନା ମିଳିଛି। ଏହି ଘଟଣା ଶୁକ୍ରବାର ଭୋର୍ ସମୟରେ ବିହାରର ଗୟା ନିକଟରେ ଘଟିଥିବା ଜଣାପଡିଛି।
ଟ୍ରେନ୍ର ପାଞ୍ଚଟି କୋଚରେ ଯାତ୍ରା କରୁଥିବା ୧୨ ଜଣଙ୍କଠାରୁ ଡକାୟତଙ୍କ ଏକ ଦଳ…