ଅହମ୍ମଦାବାଦ ବିମାନ ଦୁର୍ଘଟଣାର ତଦନ୍ତରେ ଏତେ ବିଳମ୍ବ କାହିଁକି? ମିଳିଲା ବ୍ଲାକ ବକ୍ସ ସମ୍ପର୍କରେ ବଡ଼ ଅପଡେଟ୍
ନୂଆଦିଲ୍ଲୀ: ଜୁନ୍ ୧୨ ତାରିଖରେ ଅହମ୍ମଦାବାଦରେ ଏୟାର ଇଣ୍ଡିଆର ବିମାନ AI ୧୭୧ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏହି ଘଟଣାରେ ବିମାନରେ ଥିବା ୨୪୧ ଜଣଙ୍କର ମୃତ୍ୟୁ ହୋଇଥିଲା, କେବଳ ଜଣେ ବ୍ୟକ୍ତି ବଞ୍ଚି ଯାଇଥିଲେ। ଦୁର୍ଘଟଣାକୁ ୨ ସପ୍ତାହରୁ ଅଧିକ ସମୟ ବିତିଗଲାଣି। ହେଲେ ଏହି ଘଟଣାର ତଦନ୍ତରେ…