ଘୁଞ୍ଚିଲା ଆରଆଇଇ ସାଧାରଣ ପ୍ରବେଶିକା ପରୀକ୍ଷା,ଜାଣନ୍ତୁ ନୂତନ ତାରିଖ
ଭୁବନେଶ୍ବର: ଘୁଞ୍ଚିଲା ଆରଆଇଇ ସାଧାରଣ ପ୍ରବେଶିକା ପରୀକ୍ଷା । ବିଭିନ୍ନ ବିଏ ବିଏଡ୍, ବିଏସସି ବିଏଡ୍, ଏମଏସସି ବିଏଡ୍, ବିଏଡ୍-ଏମଏଡ୍, ଏମଏ (ଶିକ୍ଷା ପ୍ରଯୁକ୍ତି)ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ଆୟୋଜିତ ହେଉଥିବା ସାଧାରଣ ପ୍ରବେଶିକା ପରୀକ୍ଷା (CEE)-୨୦୨୫କୁ ଘୁଞ୍ଚାଯାଇଛି । ଆଞ୍ଚଳିକ…