୭୨ ଘଣ୍ଟା ମଧ୍ୟରେ ବିଜେପି ସରକାର ନିଜ ଛେପ ନିଜେ ଢୋକିଲେ: ବିଜେଡି
ଭୁବନେଶ୍ୱର: ୩ଟି ପ୍ରାଇଭେଟ ବ୍ୟାଙ୍କର ପ୍ରଦର୍ଶନ ନିରୁତ୍ସାଜନକ କହିଥିବା ରାଜ୍ୟ ସରକାର ୭୨ ଘଣ୍ଟା ମଧ୍ୟରେ ନିଜ ଛେପ ନିଜେ ଢୋକି ପୁଣି ନିଷ୍ପତ୍ତି ବଦଳାଇବା କାହା ସ୍ୱାର୍ଥର ବୋଲି ବିଜେଡି ପ୍ରଶ୍ନ କରିଛି ।
ଆଜି ଶଙ୍ଖ ଭବନଠାରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଦଳର ମିଡିଆ ସଂଯୋଜକ ତଥା…