କେମିକାଲ ଫ୍ୟାକ୍ଟ୍ରିରେ ବିସ୍ଫୋରଣ, ୫ ଶ୍ରମିକ ମୃତ, ୨୦ରୁ ଅଧିକ ଆହତ
ହାଇଦ୍ରାବାଦ: ସୋମବାର ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲ୍ଲାରେ ଏକ କେମିକାଲ ଫ୍ୟାକ୍ଟ୍ରିରେ ଏକ ବଡ଼ ବିସ୍ଫୋରଣ ଘଟିଛି । ରିଆକ୍ଟର ବିସ୍ଫୋରଣରେ ଅତି କମରେ ୫ ଜଣ ଶ୍ରମିକଙ୍କର ମୃତ୍ୟୁ ହୋଇଥିବାବେଳେ, ଏଥିରେ ପ୍ରାୟ ୨୦ରୁ ଅଧିକ ଜଣ ଲୋକ ଗୁରୁତର ଆହତ ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ…