ପହଲଗାମ ଆକ୍ରମଣରେ ବଡ ସଫଳତା: ୨ ଜଣ ଗିରଫ, କହିଲେ, ‘ଲସ୍କର-ଏ-ତୈବା ସହ ଥିଲେ ଜଡିତ’…
ଶ୍ରୀନଗର: ଜମ୍ମୁ-କାଶ୍ମୀରର ପହଲଗାମରେ ୨୨ ଏପ୍ରିଲରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ମାମଲାରେ ଜାତୀୟ ତଦନ୍ତକାରୀ ସଂସ୍ଥା ଏନଆଇଏକୁ ମିଳିଛି ବଡ଼ ସଫଳତା । ଏହି ଆତଙ୍କବାଦୀ ଆକ୍ରମଣରେ ସମ୍ପୃକ୍ତ ଆତଙ୍କବାଦୀଙ୍କୁ ଆଶ୍ରୟ ଦେବା ଅଭିଯୋଗରେ ଏନଆଇଏ ୨ ଜଣଙ୍କୁ ଗିରଫ କରିଛି । ଉଭୟ ସନ୍ଦିଗ୍ଧ…