ଯଶସ୍ୱୀ, ଗିଲ, ପନ୍ତଙ୍କ ଶତକ: ଭାରତ ପ୍ରଥମ ଇନିଂସରେ ୪୭୧ରେ ଅଲଆଉଟ
ଲୀଡ୍ସ: ଶୁଭମନ ଗିଲ, ଯଶସ୍ୱୀ ଜୈସୱାଲ ଓ ରିଷଭ ପନ୍ତଙ୍କ ଶତକ ସହାୟତାରେ ଇଂଲଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟର ପ୍ରଥମ ଇନିଂସରେ ଭାରତ ୪୭୧ ରନ କରି ଅଲଆଉଟ ହୋଇଯାଇଛି । ଭାରତ ଶେଷ ୭ଟି ୱିକେଟ ୪୧ ରନରେ ହରାଇଥିଲା । ଗିଲ ୧୪୭, ପନ୍ତ ୧୩୪ ଓ ଯଶସ୍ୱୀ ୧୦୧ ରନ କରି ଆଉଟ ହୋଇଥିଲେ । ୮ ବର୍ଷ ପରେ…