ଯୋଗ ହେଉଛି ବିଶ୍ୱ ମାନବ ସମାଜକୁ ଭାରତର ଏକ ମହାର୍ଘ୍ୟ ଉପହାର: ଓଡ଼ିଶା ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ କଳିଙ୍ଗ ଷ୍ଟାଡିୟମରେ ରାଜ୍ୟ ସରକାରଙ୍କ କ୍ରୀଡା ଓ ଯୁବ ବ୍ୟାପାର ବିଭାଗ ପକ୍ଷରୁ ରାଜ୍ୟସ୍ତରୀୟ ଯୋଗ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ।
ଏହି ଅବସରରେ ସେ…