ସିକ୍କିମ ବସ୍ ଦୁର୍ଘଟଣା: ଭୁବନେଶ୍ୱର ଫେରିଲେ ଆଉ ୨ ଓଡିଆ, ଚିକିତ୍ସା ପାଇଁ ଏମ୍ସରେ ଭର୍ତ୍ତି
ଭୁବନେଶ୍ୱର: ସିକ୍କିମ୍ ବସ୍ ଦୁର୍ଘଟଣାରେ ଉଦ୍ଧାର ହୋଇ ଚିକିତ୍ସିତ ହେଉଥିବା ଦୁଇ ଜଣ ଓଡ଼ିଆ ସ୍ଵୟଂ ସୁପ୍ରୀତ ନାୟକ (୧୬) ଓ ସାଇରାଜ ଜେନା (୧୭) ଭୁବନେଶ୍ୱରରେ ପହଞ୍ଚିଛନ୍ତି । ପରବର୍ତ୍ତୀ ଚିକିତ୍ସା ପାଇଁ ତାଙ୍କୁ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି କରାଯାଇଛି । ଭୁବନେଶ୍ୱର ରେଳ ଷ୍ଟେସନରେ…