ଡାଇରିଆ ପାଇଁ ବନ୍ଦ ରହିବ ଯାଜପୁର ଜିଲ୍ଲାର ସମସ୍ତ ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ର
ଯାଜପୁର: ଆସନ୍ତାକାଲି ଠାରୁ ଖୋଲିବାକୁ ଯାଉଛି ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ। ହେଲେ ଯାଜପୁର ଜିଲ୍ଲାରେ ସମସ୍ତ ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ର ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ। ଜିଲ୍ଲାରେ ହଇଜା ଓ ଝାଡ଼ାବାନ୍ତି ସଂକ୍ରମଣ ରୋକିବା ପାଇଁ ଯାଜପୁର ଜିଲ୍ଲାପାଳ ଏଭଳି ନିଷ୍ପତ୍ତି…