ଆଜି ୪ଜିଲ୍ଲାରେ ଅତି ପ୍ରବଳ ବର୍ଷା ସମ୍ଭାବନା; ୨୪ ଯାଏଁ ରାଜ୍ୟରେ ବର୍ଷା
ଭୁବନେଶ୍ବର:ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁସାରେ ଆସନ୍ତା ୨୪ ଯାଏଁ ରାଜ୍ୟରେ ବର୍ଷା ଜାରି ରହିବ । ତେବେ ଆଜି ୪ଜିଲ୍ଲାରେ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି , ତେଣୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଜିଲ୍ଲା ଗୁଡିକ…