ଯାଜପୁରରେ ଆଉ ୧୬ କଲେରା ପଜିଟିଭ୍ ଚିହ୍ନଟ
ଯାଜପୁର: ଯାଜପୁର ଜିଲ୍ଲାରେ ୪୯ ସାମ୍ପଲରୁ ଆଉ ୧୬ କଲେରା ପଜିଟିଭ୍ ଚିହ୍ନଟ ହୋଇଛି । ଦୁଇଟି ପର୍ଯ୍ୟାୟରେ ଯାଇଥିବା ସାମ୍ପଲ୍ରୁ ପଜିଟିଭ୍ ଚିହ୍ନଟ ହୋଇଛି । ୨୧ରୁ ୧୧ ଓ ପରବର୍ତ୍ତୀ ୨୮ ସାମ୍ପଲରୁ ୫ କଲେରା ପଜିଟିଭ୍ ଚିହ୍ନଟ ହୋଇଥିବା ନେଇ ସୂଚନା ଦେଲେ ଯାଜପୁର ସିଡିଏମ୍ଓ ।…