Latest Odisha News

BREAKING NEWS

Monthly Archives

June 2025

ସୁଧୁରୁଛି ଶ୍ରୀଜିଉଙ୍କ ସ୍ବାସ୍ଥ୍ୟ; ସେପଟେ ରଥରେ ସଂଯୋଗ ହେଲା ଜଂଘା କଣ୍ଟା

ପୁରୀ: ସ୍ନାନଯାତ୍ରା ପରେ ଜ୍ୱରରେ ପୀଡ଼ିତ ମହାପ୍ରଭୁଙ୍କ ଅଣସର ପିଣ୍ଡିରେ ଶାସ୍ତ୍ରାନୁମୋଦିତ ଚିକିତ୍ସା ଚାଲିଛି । ବିଶ୍ୱାବସୁ ତଥା ବିଦ୍ୟାପତି ବଂଶଧର (ଦଇତାପତି)ମାନେ ଏହି ଗୁପ୍ତସେବାରେ ଲାଗିଛନ୍ତି । ପଞ୍ଚମୀରେ ଶଯ୍ୟାଶାୟୀ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଜଡିବୁଟିଯୁକ୍ତ ଫୁଲୁରି ତେଲ ଲାଗି…

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ତଦନ୍ତ କରିବ କ୍ରାଇମବ୍ରାଞ୍ଚ

ଗୋପାଳପୁର: ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ମାମଲା । ଘଟଣାର ତଦନ୍ତ କ୍ରାଇମବ୍ରାଞ୍ଚକୁ ହସ୍ତାନ୍ତର କରାଯାଇଛି । ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଯୋଗେଶ ବାହାଦୂର ଖୁରାନିଆ ମଙ୍ଗଳବାର ଏହି ସୂଚନା ଦେଇଛନ୍ତି । ଏହି ମାମଲାକୁ ରେଡ୍‌ ଫ୍ଲାଗ ଶ୍ରେଣୀଭୁକ୍ତ କରାଯାଇଥିବା ନେଇ ସେ…

ଆମେରିକାରେ ପାକ୍‌ ସେନା ମୁଖ୍ୟଙ୍କୁ ତୀବ୍ର ବିରୋଧ, ଅସୀମ ମୁନିରଙ୍କ ବିରୋଧରେ ସ୍ଲୋଗାନ

ନୂଆଦିଲ୍ଲୀ:ଆମେରିକାରେ ପାକିସ୍ତାନ ସେନାମୁଖ୍ୟ ଅସୀମ ମୁନିରଙ୍କୁ ପ୍ରବଳ ବିରୋଧ । ୱାସିଂଟନ ଡିସିରେ ପିଟିଆଇ ସମର୍ଥକଙ୍କ ବିକ୍ଷୋଭ । ମୁନିରଙ୍କୁ ଗଣହତ୍ୟାକାରୀ, ପାକିସ୍ତାନୀଙ୍କ ହତ୍ୟାକାରୀ କହିଲେ ବିକ୍ଷୋଭକାରୀ। କେବଳ ଏତିକି ନୁହେଁ ‘ଅସୀମ ମୁନିର ତୁମେ ଏକଛତ୍ରବାଦୀ, ଭୀରୁ’ ସ୍ଲୋଗାନ…

ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେ଼ମୀ ପକ୍ଷରୁ ‘ନୂତନ ଅପରାଧିକ ଆଇନ’ ସମ୍ପର୍କିତ କର୍ମଶାଳା ଅନୁଷ୍ଠିତ

ଭୁବନେଶ୍ୱର: ଆଜି ଭୁବନେଶ୍ୱର ସ୍ଥିତ ପୋଲିସ ଭବନଠାରେ ସମସ୍ତ ବରିଷ୍ଠ ପୋଲିସ ଅଧିକାରୀଙ୍କ ନିମନ୍ତେ ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେ଼ମୀ ପକ୍ଷରୁ ଆୟୋଜିତ "ନୂତନ ଅପରାଧିକ ଆଇନ" ସମ୍ପର୍କିତ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଏହି କର୍ମଶାଳାକୁ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ…

ଆଇଏଏସ୍‌ ଧୀମାନ ଚକମାଙ୍କ ଜାମିନ ଆବେଦନ ଖାରଜ

ଭବାନୀପାଟଣା: ଧର୍ମଗଡ଼ ଉପଜିଲ୍ଲାପାଳ ଥିବା ଆଇଏଏସ୍‌ ଧୀମାନ ଚକମାଙ୍କ ଜାମିନ ଆବେଦନ ଖାରଜ । ଜାମିନ ଆବେଦନ ଖାରଜ କଲେ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ । ୧୦ ଲକ୍ଷ ଟଙ୍କା ଲାଞ୍ଚ ନେବା ମାମଲାରେ ଗିରଫ ହୋଇ ଜେଲରେ ଅଛନ୍ତି ଚକମା । କ୍ରସର ମାଲିକଙ୍କଠାରୁ ଲାଞ୍ଚ ନେଲା ବେଳେ ଧରିଥିଲା…

ଶ୍ରୀଲିଙ୍ଗରାଜ ମହାପ୍ରଭୁଙ୍କ ସେବାପୂଜା ସମ୍ପର୍କିତ ରେକର୍ଡ ଅଫ୍‌ ରାଇଟ୍ସର ସମୀକ୍ଷା ପାଇଁ ସମିତି ଗଠିତ

ଭୁବନେଶ୍ୱର: ଶ୍ରୀଲିଙ୍ଗରାଜ ମନ୍ଦିରରେ ନିଯୁକ୍ତ ବିଭିନ୍ନ ନିଯୋଗମାନଙ୍କ ଦ୍ୱାରା କରାଯାଉଥିବା ସେବାପୂଜ ସମ୍ପର୍କିତ ରେକର୍ଡ ଅଫ୍‌ ରାଇଟ୍ସ (ROR)ର ସମୀକ୍ଷା ପାଇଁ ଗଠନ ହେଲା ଦୁଇ ସଦସ୍ୟବିଶିଷ୍ଟ ସମିତି । ରାଜ୍ୟ ସରକାର, ଓଡ଼ିଶା ଉଚ୍ଚ ନ୍ୟାୟଳୟର ଅବସରପ୍ରାପ୍ତ ନ୍ୟାୟମୂର୍ତ୍ତି ଡଃ. ଦୁର୍ଗା…

ବିରୋଧୀ ଦଳ ନେତାଙ୍କୁ ରଥଯାତ୍ରା ପାଇଁ ଆମନ୍ତ୍ରଣ କଲେ ଛତିଶା ନିଯୋଗ ସେବାୟତ

ଭୁବନେଶ୍ୱର: ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟିଲେ ପୁରୀ ଛତିଶା ନିଯୋଗ ସେବାୟତ ମାନଙ୍କର ଏକ ପ୍ରିତିନିଧି ଦଳ । ଆଜି ସନ୍ଧ୍ୟାରେ ବିରୋଧୀ ଦଳ ନେତାଙ୍କୁ ତାଙ୍କ ବାସଭବନ ନବୀନ ନିବାସରେ ଭେଟିଛନ୍ତି । ଏହି ସାକ୍ଷାତ ସମୟରେ ସେମାନେ ଶ୍ରୀମନ୍ଦିରର ତଥା ପୁରୀ ସହରର ବିକାଶ ପାଇଁ ନବୀନ…

ଗୋପାଳପୁର ବେଳାଭୂମିରେ ଗଣଦୁଷ୍କର୍ମ ଘଟଣା, ଘଟଣାକୁ ଦୃଢ଼ ନିନ୍ଦା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଗୋପାଳପୁର ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ଘଟଣା। ଘଟଣାକୁ ଦୃଢ଼ ନିନ୍ଦା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଅଭିଯୁକ୍ତଙ୍କ ପ୍ରତି ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀ ଦେଇଛନ୍ତି ନିର୍ଦ୍ଦେଶ। ଆଇନ ଅନୁମୋଦିତ ସବୁଠାରୁ କଠୋର ଦଣ୍ଡବିଧାନ କରାଯିବ ବୋଲି…

ଡାଇରିଆ ରୋଗୀଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ

ଭଦ୍ରକ: ଆଜି ଭଦ୍ରକ ଜିଲ୍ଲା ଗସ୍ତ କରି ମୁଖ୍ୟ ଡାକ୍ତରଖାନାରେ ଡାଇରିଆରେ ପୀଡିତ ରୋଗୀମାନଙ୍କୁ ଭେଟିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଏହି ସମୟରେ ସେ ରୋଗୀମାନଙ୍କ ସ୍ବାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିଛନ୍ତି । ରୋଗୀଙ୍କୁ ଚିକିତ୍ସା ଠିକ ଭାବରେ କରାଯାଉଛି କି ନାହିଁ ସେ…

ରାଜଧାନୀରେ ଅପମିଶ୍ରିତ ମଦ ପିଇ ୨ ଜଣଙ୍କର ମୃତ୍ୟୁ ଅଭିଯୋଗ, ସିଲ୍ ହେଲା ମଦ ଦୋକାନ

ଭୁବନେଶ୍ୱର: ରାଜଧାନୀରେ ମଦ ମୃତ୍ୟୁ ଅଭିଯୋଗ। ଅପମିଶ୍ରିତ ମଦ ପିଇ ୨ ଯୁବକଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଭୁବନେଶ୍ବର ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ଘଟିଛି ଏଭଳି ଅଭାବନୀୟ ଘଟଣା। ଏଭଳି ଖବର ଜଣାପଡିବା ପରେ ସଂପୃକ୍ତ ମଦ ଦୋକାନକୁ ସ୍ଥାନୀୟ ବାସିନ୍ଦା ଘେରାଉ କରିଥିଲେ। ଅବକାରୀ…