ଇରାନ-ଇସ୍ରାଏଲ ଉତ୍ତେଜନା ଭିତରେ ଜି-୭ ବୈଠକ ଛାଡ଼ିଲେ ଟ୍ରମ୍ପ୍
ନୂଆଦିଲ୍ଲୀ: ଆମେରିକୀୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହଠାତ୍ ଜି-୭ ସମ୍ମିଳନୀକୁ ଅଧା ବାଟରେ ଛାଡିବାକୁ ଘୋଷଣା କରିଛନ୍ତି। ସେ ଏହି ଶିଖର ସମ୍ମିଳନୀର ଗୋଟିଏ ଦିନ ପୂର୍ବରୁ କାନାଡା ଛାଡି ୱାଶିଂଟନ୍ ଫେରିଆସିଛନ୍ତି। ଇସ୍ରାଏଲ ଏବଂ ଇରାନ ମଧ୍ୟରେ ସଂଘର୍ଷ ତୀବ୍ର ହେବା ପରେ କିଛି ଏପରି…