ଅଦିନିଆ ରଥଯାତ୍ରା କଲେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ: ଆଇନ ମନ୍ତ୍ରୀ
ଭୁବନେଶ୍ବର: ଅଦିନିଆ ସ୍ନାନଯାତ୍ରା ଓ ରଥଯାତ୍ରା ଆୟୋଜନ ନେଇ ରାଜ୍ୟ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କଡ଼ା ଚେତାବନୀ ଜାରି କରିଛନ୍ତି।
ଆଇନ ମନ୍ତ୍ରୀ କହିଛନ୍ତି, “ନୂଆପଡ଼ାରେ ଏହିପରି ଆୟୋଜନ ହେଉଥିବା ଜଣାପଡ଼ିବା ପରେ ଆମେ ତାହାକୁ ବନ୍ଦ କରି ସାରିଛୁ। ଅନ୍ୟ କୌଣସି ସ୍ଥାନରେ ଏହା…