Latest Odisha News

BREAKING NEWS

Monthly Archives

June 2025

ବିମାନ ଦୁର୍ଘଟଣା ନେଇ ପୂର୍ବରୁ ଭବିଷ୍ୟବାଣୀ କରିଥିଲେ ଜ୍ୟୋତିଷ…

ନୂଆଦିଲ୍ଲୀ: ଗତ ଗୁରୁବାର ଅପରାହ୍ନରେ ଅହମ୍ମଦାବାଦରେ ଘଟିଥିବା ମର୍ମନ୍ତୁଦ ବିମାନ ଦୁର୍ଘଟଣାରେ ପ୍ରାୟ ୨୬୫ରୁ ଲୋକଙ୍କ ଜୀବନ ଯାଇଛି। ତେବେ ଏପରି ଏକ ଦୁଃଖଦ ମୂହୁର୍ତ୍ତ ରେ ଜଣେ ଜ୍ୟୋତିଷ ଙ୍କର ଏକ ପୁରୁଣା ଟ୍ୱିଟ୍ ଅନଲାଇନ ରେ ଭାଇରାଲ ହେଉଥିବାରୁ ତାହା ବର୍ତ୍ତମାନ୍ ସାଧାରଣ ଜନତାଙ୍କ…

ମାନଚିତ୍ରରେ ଭାରତର ସୀମାକୁ ଭୁଲ ଦର୍ଶାଇଥିଲା ଇସ୍ରାଏଲ; ବିବାଦ ପରେ କ୍ଷମା ମାଗିଲା  

ନୂଆଦିଲ୍ଲୀ: ଇସ୍ରାଏଲ ପ୍ରତିରକ୍ଷା ବାହିନୀ (ଆଇଡିଏଫ) ଦ୍ୱାରା ଶୁକ୍ରବାର ଦିନ ଏକ ମାନଚିତ୍ର ସୋସିଆଲ ମିଡିଆ ପ୍ଲାଟଫର୍ମ 'ଏକ୍ସ'ରେ ସେୟାର କରାଯାଇଥିଲା। ଯାହାକୁ ନେଇ ବର୍ତ୍ତମାନ୍ ବିବାଦ ସୃଷ୍ଟି ହୋଇଥିଲା। ମାନଚିତ୍ରରେ ଇରାନୀ କ୍ଷେପଣାସ୍ତ୍ରର ପରିସର ସଠିକ୍ ଭାବରେ ଦର୍ଶାଯାଇଥିବା…

ରବିବାର ଦିନ ୩ ଦେଶ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଠାରୁ ୩ ଦେଶ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ମୋଦି। ପ୍ରଧାନମନ୍ତ୍ରୀ ମୋଦି ଜୁନ୍ ୧୫ରୁ ଜୁନ୍ ୧୯ ମଧ୍ୟରେ ସାଇପ୍ରସ୍, କାନାଡା ଏବଂ କ୍ରୋଏସିଆ ଗସ୍ତ କରିବେ। ଏନେଇ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି ଯେ…

ପୁଣି ବଢିଲା ସୁନା ଦର, ଜାଣନ୍ତୁ କେତେ….

ଭୁବନେଶ୍ୱର: ସୁନାପ୍ରେମୀଙ୍କ ପାଇଁ ଦୁଃଖ ଖବର । ଜୁନ୍‌ ୧୪ ଅର୍ଥାତ୍‌ ଶନିବାର ପହିଲି ରଜରେ ପୁଣି ବଢିଲା ସୁନା ଦର । ଗତସପ୍ତାହରେ ଲଗାତର ସୁନା ଦର ବୃଦ୍ଧି ଗ୍ରାହକଙ୍କୁ ଟେନସନରେ ପକାଇଛି । ୨୪ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌କୁ ୨୮୦ ଟଙ୍କା ବୃଦ୍ଧି ପାଇ ୧,୦୧,୬୮୦ ଟଙ୍କାରେ…

୨୦ରେ ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀଙ୍କ ରୋଡ ଶୋ’, କରିପାରନ୍ତି ବଡ଼ ଘୋଷଣା

ଭୁବନେଶ୍ୱର: ଜୁନ ୨୦ ତାରିଖରେ ଓଡ଼ିଶା ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ଦିନ ଭୁବନେଶ୍ବରରେ ପ୍ରଧାନମନ୍ତ୍ରୀଙ୍କ ହେବ ରୋଡ୍‌ ଶୋ। ଏନେଇ ସୂଚନା ଦେଲେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ। ଅପରାହ୍ନ ୩ଟାରେ ବିମାନବନ୍ଦରରେ ପହଞ୍ଚିବା ପରେ ମୋଦିଙ୍କୁ କରାଯିବ ଭବ୍ୟ ସ୍ବାଗତ।…

ନିଟ୍ ୟୁଜି ପରୀକ୍ଷାଫଳ ପ୍ରକାଶିତ: ସ୍ନେହାଶିଷ ଦାଶ ଓଡ଼ିଶା ଟପ୍ପର

ଭୁବନେଶ୍ୱର: ପ୍ରକାଶ ପାଇଲା NEET-UG-୨୦୨୫ ରେଜଲ୍ଟ। ରାଜସ୍ଥାନର ମହେଲ କେଶୱାନୀ ଟପ୍ପର। ସେହିପରି ସ୍ନେହାଶିଷ ଦାଶ ଓଡ଼ିଶା ଟପ୍ପର। ସର୍ବଭାରତୀୟ ରାଙ୍କର ୬୦ତମ ସ୍ଥାନରେ ସ୍ନେହାଶିଷ। ନ୍ୟାସନାଲ୍‌ ଟେଷ୍ଟିଂ ଏଜେନ୍ସି (NTA) ପକ୍ଷରୁ ରେଜଲ୍ଟ ପ୍ରକାଶ ପାଇଛି। ପରୀକ୍ଷାର୍ଥୀଙ୍କୁ ଇ-ମେଲ୍‌ରେ…

ଭଦ୍ରକରେ ସୁଧୁରୁଛି ସ୍ଥିତି, ୩୬ ଘଣ୍ଟା ପରେ ସ୍ବାଭାବିକ ହେଲା ଇଣ୍ଟରନେଟ୍ ସେବା

ଭଦ୍ରକ: ଧିରେ ଧିରେ ସୁଧୁରୁଛି ଭଦ୍ରକ ସ୍ଥିତି । ଦୀର୍ଘ ୩୬ ଘଣ୍ଟା ପରେ ଭଦ୍ରକରେ ସ୍ୱାଭାବିକ ହେଲା ଇଣ୍ଟରନେଟ ସେବା । ଜିଲ୍ଲାର ତିହିଡି ଥାନା ଅଧିନସ୍ଥ କଷଟି ଗ୍ରାମରେ ଗୋଷ୍ଠୀ ସଂଘର୍ଷ କାରଣରୁ ଉପୁଜିଥିବା ଉତେଜନା ସ୍ଥିତି କାରଣରୁ ସୋସିଆଲ ମିଡିଆ ଦ୍ବାରା କାଳେ କିଛି ସମସ୍ୟା ଉପୁଜିବ…

ଲାଞ୍ଚ ନେଇ ଗିରଫ ହେଲେ ଇପିଏଫ ଅଧିକାରୀ

ବ୍ରହ୍ମପୁର: ଲାଞ୍ଚ ନେଇ ସିବିଆଇ ହାତରେ ଧରାପଡିଥିବା ବ୍ରହ୍ମପୁର ଇପିଏଫଓ କାର୍ଯ୍ୟାଳୟର ପିଆରଓ ଅନୀଲ ପତି ଗିରଫ। ଲାଞ୍ଚୁଆ ଇପିଏଫ ଅଫିସର ସିନିୟର୍ ସୋସିଆଲ ସିକ୍ୟୁରିଟି ଆସିଷ୍ଟାଣ୍ଟ ଅନିଲ କୁମାର ରଥଙ୍କୁ ଆଜି ଗିରଫ କରିଛି ସିବିଆଇ। ଗତକାଲି ଜଣେ ଯୁବକଙ୍କ ଠାରୁ ୧୦ ହଜାର ଟଙ୍କା ଲାଞ୍ଚ…

ଝାରସୁଗୁଡାରେ ନୂତନ ସାଟେଲାଇଟ୍ ହସ୍ପିଟାଲକୁ ସମର୍ଥନ କରିଛି ବେଦାନ୍ତ ଆଲୁମିନିୟମ 

ଝାରସୁଗୁଡା: ବେଦାନ୍ତ ଆଲୁମିନିୟମ ଝାରସୁଗୁଡାର ପୁରୁଣା ଜିଲ୍ଲା ମୁଖ୍ୟାଳୟ ହସ୍ପିଟାଲ (ଡିଏଚଏଚ)ର ବ୍ୟାପକ ନବୀକରଣକୁ ସମର୍ଥନ କରିଛି। ଯାହାକୁ ଚଳିତ ସପ୍ତାହରେ ଅନେକ ଜନପ୍ରତିନିଧି ଏବଂ ସମ୍ପ୍ରଦାୟ ସଦସ୍ୟମାନଙ୍କ ଉପସ୍ଥିତିରେ ଏହି ନୂତନ ସାଟେଲାଇଟ୍ ହସ୍ପିଟାଲ ଭାବରେ ପୁନଃ ଖୋଲାଯାଇଥିଲା।…

ପୁରୀରେ ଭକ୍ତଙ୍କ ସୁରକ୍ଷା ପାଇଁ ମକଡ୍ରିଲ୍‌

ଆଉ କିଛି ଦିନ ପରେ ପାଳିତ ହେବ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ସେଥିପାଇଁ ଏବେ ପ୍ରସ୍ତୁତି ଜୋରସୋରରେ କରାଯାଇଛି । ୪୦ଲକ୍ଷରୁ ଅଧିକ ଲୋକ ଏଥର ପୁରୀ ରଥଯାତ୍ରାକୁ ଆସିବେ ବୋଲି ଅନୁମାନ କରାଯାଉଛି । ଭକ୍ତଙ୍କ ସୁରକ୍ଷାକୁ ପାଇଁ ବିଭିନ୍ନ ପ୍ରକାର ପଦକ୍ଷେପ ଗ୍ରହଣ କରାଯାଇଛି । ପହଲଗ୍ରାମ ଆକ୍ରମଣ…