ପ୍ରତି ପଞ୍ଚାୟତରେ ଖୋଲିବ ଜନପୋଷଣ କେନ୍ଦ୍ର: ଖାଦ୍ୟ ଯୋଗାଣ ମନ୍ତ୍ରୀ
ଭୁବନେଶ୍ୱର: ସରକାରଙ୍କ ବର୍ଷେ ପୂର୍ତ୍ତି ଉପଲକ୍ଷେ ଖାଉଟିଙ୍କୁ ଭେଟି। ପ୍ରତି ପଞ୍ଚାୟତରେ ଖୋଲିବ ଜନପୋଷଣ କେନ୍ଦ୍ର। ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ପାତ୍ର। ରିହାତି ଦରରେ ରାସନ ସାମଗ୍ରୀ ଯୋଗାଇ ଦିଆଯିବ। ସବସିଡି ଦରରେ ଚାଉଳ, ଅଟା, ଚିନି, ଲୁଣ, ଡାଲି ପରି ଅତ୍ୟାବଶ୍ୟକୀୟ…