ବିଶ୍ବପ୍ରସିଦ୍ଧ ରଥଯାତ୍ରାରେ ରେଳବାଇ “ଜ୍ୟାକ୍”ର ଏପରି ହୁଏ ବ୍ୟବହାର…
ଭୁବନେଶ୍ୱର:ବିଶ୍ବପ୍ରସିଦ୍ଧ ରଥଯାତ୍ରାରେ ରେଳବାଇ ଜ୍ୟାକଗୁଡ଼ିକ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରୁଥିବା ବେଳେ ଏହା ରେଳବାଇ ପାଇଁ ଏକ ଦିବ୍ୟ ସଂଯୋଗ। ଶ୍ରୀ ଜଗନ୍ନାଥ ମନ୍ଦିରରୁ ପ୍ରାୟ ୨୦୦ ମିଟର ଦୂରରେ ରଥଗୁଡ଼ିକ ନିର୍ମିତ ହୋଇଥାଏ। ମୁଖ୍ୟ ମନ୍ଦିର ସମ୍ମୁଖରେ ତିନୋଟି ରଥକୁ ସଠିକ…