‘ବିକାଶ ବାହନ ଯାତ୍ରା’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ଆଜି ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ପକ୍ଷରୁ ମହାତ୍ମାଗାନ୍ଧୀ ମାର୍ଗରେ ମୁଖ୍ୟମନ୍ତ୍ରୀ ରାଜ୍ୟ ସ୍ତରୀୟ ବିକାଶ ବାହନ ଯାତ୍ରାର ଶୁଭାରମ୍ଭ କରିଛନ୍ତି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଗଣତନ୍ତ୍ରରେ ଜନତା ହେଉଛନ୍ତି…