AI-171 ବିମାନ ଦୁର୍ଘଟଣାକୁ ନେଇ ରାଷ୍ଟ୍ରପତିଙ୍କ ଶୋକ ପ୍ରକାଶ, ସେପଟେ ବ୍ରିଟିଶ ଦୂତାବାସ ପ୍ରତିକ୍ରିୟାରେ…
ଗୁଜୁରାଟ : ଗୁରୁବାର ଗୁଜୁରାଟର ଅହମ୍ମଦାବାଦରେ ଏକ ବଡ଼ ବିମାନ ଦୁର୍ଘଟଣା ହୋଇଛି । ଅହମ୍ମଦାବାଦରେ ୨୪୨ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏୟାର ଇଣ୍ଡିଆର AI-171 ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ସେମାନଙ୍କ ମଧ୍ୟରେ ୧୬୯ ଜଣ ଭାରତୀୟ ନାଗରିକ, ୫୩ ଜଣ ବ୍ରିଟିଶ ନାଗରିକ, ଜଣେ କାନାଡିଆନ…