Latest Odisha News

BREAKING NEWS

Monthly Archives

July 2025

ସୈଫ ଅଲ୍ଲୀ ଖାନଙ୍କୁ ଛୁରାମାଡ ପରେ କରିନାଙ୍କ କାରକୁ ଆକ୍ରମଣ ହୋଇଥିଲା…

ମୁମ୍ବାଇ: ଅଭିନେତା ସୈଫ ଅଲ୍ଲୀ ଖାନଙ୍କୁ ଛୁରାମାଡ ପରେ କରୀନା କପୁର ଖାନଙ୍କ କାର ଉପରେ ମଧ୍ୟ ଆକ୍ରମଣ କରାଯାଇଥିଲା ବୋଲି କହିଛନ୍ତି ଲୋକପ୍ରିୟ ଟିଭି ଏବଂ ଫିଲ୍ମ ଅଭିନେତା ରୋନିତ ରୟ। ସେ ଏକ ସାକ୍ଷାତକାରରେ ସୈଫଙ୍କ ଆକ୍ରମଣକୁ ନେଇ କହିଥିଲେ ଯେ ଯେତେବେଳେ ସୈଫ ହସ୍ପିଟାଲରୁ ଡିସଚାର୍ଜ…

ଆଗାମୀ ୫ ଦିନ ଯାଏଁ ଭିଜିବ ଓଡ଼ିଶା; ଏସଆରସିଙ୍କ ଆଡଭାଇଜରି ଜାରି

ଭୁବନେଶ୍ୱର:  ଜୁଲାଇ ୧୭ ପର୍ଯ୍ୟନ୍ତ ଓଡ଼ିଶାର ଅନେକ ସ୍ଥାନରେ ପ୍ରବଳ ବର୍ଷା ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଶନିବାର ଦିନ ସୂଚନା ଦେଇଛି। ପାଣିପାଗ ପୂର୍ବାନୁମାନକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବିଭିନ୍ନ ଜିଲ୍ଲାରେ ସତର୍କତା ଜାରି…

ଡ୍ରାଭିଡ, ଗାଙ୍ଗୁଲିଙ୍କୁ ପଛରେ ପକାଇଲେ ରାହୁଲ

ଲଣ୍ଡନ: ଚଳିତ ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜର ଦ୍ୱିତୀୟ ମ୍ୟାଚରେ ଭାରତୀୟ ବ୍ୟାଟ୍ସମ୍ୟାନ କେଏଲ ରାହୁଲ ଆକର୍ଷଣୀୟ ପ୍ରଦର୍ଶନ ଜାରୀ ରଖିଛନ୍ତି । ଦ୍ୱିତୀୟ ଟେଷ୍ଟର ପ୍ରଥମ ଇନିଂସରେ ସେ କ୍ୟାରିୟରର ୧୦ମ ଶତକ ହାସଲ କରିଛନ୍ତି । ସେ ଏହି ଅବସରରେ ରାହୁଲ ଡ୍ରାଭିଡ ଓ ସୌରଭ ଗାଙ୍ଗୁଲିଙ୍କୁ ମଧ୍ୟ…

ଚିକିତ୍ସା ଅବହେଳାରୁ କଟକ ସିଟି ହସ୍ପିଟାଲରେ ରୋଗୀ ମୃତ୍ୟୁ ନେଇ ଉତ୍ତେଜନା

କଟକ:କଟକ ସିଟି ହସ୍ପିଟାଲରେ ରୋଗୀ ମୃତ୍ୟୁ ନେଇ ଉତ୍ତେଜନା । ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ କଲେ ପରିବାର । ଚିକିତ୍ସା ଅବହେଳାରୁ ୧୬ ବର୍ଷର ନାବାଳକଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ଗତକାଲି ନାବାଳକଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିଲା । ଡାକ୍ତର…

ଧୋନୀଙ୍କ ଆଉ ଏକ ରେକର୍ଡ ସହ ସମକକ୍ଷ ହେଲେ ପନ୍ତ

ଲଣ୍ଡନ: ଭାରତୀୟ କ୍ରିକେଟ ଟିମର ୱିକେଟକିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ଇଂଲଣ୍ଡ ବିପକ୍ଷ ଲର୍ଡସ ଟେଷ୍ଟରେ ଆଉ ଏକ କୀର୍ତିମାନ ସ୍ଥାପନ କରିଛନ୍ତି । ଭାରତର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ଏକ ରେକର୍ଡ ସହ ସେ ସମକକ୍ଷ ହୋଇଛନ୍ତି । ସେନା ଦେଶ (ଦକ୍ଷିଣ ଆଫ୍ରିକା, ଇଂଲଣ୍ଡ,…

ବାଲେଶ୍ବର ଏଫ୍‌ଏମ୍‌ ଘଟଣାରେ ଅଭିଯୁକ୍ତ ଅଧ୍ୟାପକ ଥାନାରେ ଅଟକ; ଏପଟେ ପ୍ରିନ୍ସିପାଲ ଓ ବିଭାଗୀୟ ମୁଖ୍ୟ ନିଲମ୍ବିତ

ବାଲେଶ୍ବର:ବାଲେଶ୍ବର ଏଫ୍‌ଏମ୍‌ କଲେଜରେ ଛାତ୍ରୀ ନିଜ ଦେହରେ ନିଆଁ ଲଗାଇବା ଘଟଣାରେ ଅଭିଯୁକ୍ତ ଅଧ୍ୟାପକଙ୍କୁ ପୋଲିସ ଅଟକ ରଖିଛି । ଅଧ୍ୟାପକ ଜଣକ ଛାତ୍ରୀଙ୍କୁ ଦୁର୍ବ୍ୟବହାର କରିଥିବା ନେଇ ଛାତ୍ରୀ ଜଣକ ଅଭିଯୋଗ କରି ଶନିବାର ଏଭଳି ପଦକ୍ଷେପ ନେଇଥିଲେ। ଏପଟେ ବାଲେଶ୍ୱର FM କଲେଜ…

ଶିମିଳିପାଳରେ ପୁଣି ୩ ଟି ଛୁଆ ଜନ୍ମ ଦେଲା କଳା ବାଘୁଣୀ T20

ମୟୂରଭଞ୍ଜ: ଶିମିଳିପାଳରେ ଖୁସି ଖବର। ମୟୂରଭଞ୍ଜ ଜିଲ୍ଲା ଶିମିଳିପାଳରେ ବୃଦ୍ଧି ପାଉଛି ବାଘ ସଂଖ୍ୟା। ପୁଣି ୩ ଟି ଛୁଆ ଜନ୍ମ ଦେଇଛି କଳା ବାଘୁଣୀ T20। କ୍ୟାମେରା ଟ୍ରାପରେ କଏଦ ହେଲା ଚିତ୍ର। ଗତ ଜାନୁଆରୀରୁ ଏ ପର୍ଯ୍ୟନ୍ତ ଶିମିଳିପାଳରେ ୯ ଟି ବାଘ ଛୁଆ ଜନ୍ମ ନେଇଥିବା ସୂଚନା ଦେଇଛନ୍ତି…

ଓସିଏର ସମ୍ମିଳନୀ ହଲରେ ଭୟାବହ ଅଗ୍ନିକାଣ୍ଡ

କଟକ: କଟକରେ ଥିବା ଓଡ଼ିଶା କ୍ରିକେଟ୍ ଆସୋସିଏସନ୍ (ଓସିଏ)ର ସମ୍ମିଳନୀ ହଲରେ ଶନିବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ସୂଚନା ଅନୁଯାୟୀ, ଆଜି ଅପରାହ୍ନରେ ଘଟିଥିବା ଏହି ଅଗ୍ନିକାଣ୍ଡରେ ଅନେକ ଉପକରଣ ଏବଂ ଆସବାବପତ୍ର ପୋଡ଼ି ଯାଇଛି। ସମ୍ମିଳନୀ ହଲରୁ ଧୂଆଁ ବାହାରୁଥିବା ଦେଖିବା ପରେ…

ଦିଲ୍ଲୀରେ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, ପ୍ରମୁଖ ପ୍ରସଙ୍ଗ ଉପରେ ଆଲୋଚନା…

ଭୁବନେଶ୍ୱର: ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି। ଏହି ଅବସରରେ ରାଜ୍ୟର ବିକାଶ ଏବଂ ଭବିଷ୍ୟତ ରଣନୀତି ସମ୍ବନ୍ଧୀୟ ପ୍ରମୁଖ ପ୍ରସଙ୍ଗ ଉପରେ ଆଲୋଚନା କରିଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋସିଆଲ…

ବଜ୍ରାଘାତରେ ଚାଲିଗଲା ୩ଶ୍ରମିକଙ୍କ ଜୀବନ

ବାଲେଶ୍ବର: କେନାଲ କାମ କରୁଥିବାବେଳେ ଟଳିପଡ଼ିଲେ ଶ୍ରମିକ। ସୂଚନାନୁଯାୟୀ, ମୃତକଙ୍କ ମଧ୍ୟରେ ୨ ମହିଳା, ଜଣେ ଜେସିବି ଅପରେଟର ବୋଲି ଜଣାପଡ଼ିଛି। ନୀଳଗିରି ଅଞ୍ଚଳର ଛତ୍ରପୁର ନିକଟରେ ଶନିବାର ଏହି ଅଘଟଣ ଘଟିଛି। ମୃତକମାନେ ‌ହେଲେ ମାମି ସିଂ, ବଢ଼େଇପଲା ଓ ଅଜିତ କୁମାର ହାଜିଦା। ବରହମପୁର…