ରାଜ୍ୟରେ ଜାତୀୟ ସବୁଜ ହାଇଡ୍ରୋଜେନ ମିଶନ ଏବଂ ପିଏମ ସୂର୍ଯ୍ୟଘର ଯୋଜନାର ଅଗ୍ରଗତି ସମୀକ୍ଷା
ଭୁବନେଶ୍ବର: ଆଜି କେନ୍ଦ୍ର ନୂତନ ଓ ଅକ୍ଷୟ ଶକ୍ତି ମନ୍ତ୍ରଣାଳୟ ସଚିବଙ୍କ ସହ ମୁଖ୍ୟ ଶାସନ ସଚିବଙ୍କ ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଭାରତ ସରକାରଙ୍କର ୨ଟି ପ୍ରମୁଖ ଯୋଜନା - ଜାତୀୟ ସବୁଜ ହାଇଡ୍ରୋଜେନ ମିଶନ ଏବଂ ‘ପିଏମ୍ ସୂର୍ଯ୍ୟଘର: ମୁଫତ ବିଜଲି’ ଯୋଜନା…