ଓଡ଼ିଶାରେ ଯାହା ବି କିଛି ପ୍ରତିଷ୍ଠା ହୋଇଛି କଂଗ୍ରେସ ପାଇଁ: ଖଡଗେ
ଭୁବନେଶ୍ବର: ଭୁବନେଶ୍ବର ବରମୁଣ୍ଡା ପଡିଆରେ ଆୟୋଜିତ ସମ୍ବିଧାନ ବଞ୍ଚାଅ ସମାବେଶରେ କଂଗ୍ରେସ ସଭାପତି ମଲିକାର୍ଜୁନ ଖଡଗେଙ୍କ ସମ୍ବୋଧନ । ଓଡ଼ିଶାରେ ଯାହା ବି କିଛି ପ୍ରତିଷ୍ଠା ହୋଇଛି କଂଗ୍ରେସ ପାଇଁ । ଭୁବନେଶ୍ୱରରେ ଏମ୍ସ ଓ ଇନ୍ଷ୍ଟିଚ୍ୟୁଟ ଅଫ୍ ଫିଜିକ୍ସ କଂଗ୍ରେସ କରିଛି । ବିଜେପିର ଅବଦାନ…