ଶରଧାବାଲି ଦଳଚକଟା ଘଟଣା: ଆଜି ପୁରୀରେ ସାକ୍ଷ ଗ୍ରହଣ କରିବେ ଅନୁ ଗର୍ଗ
ପୁରୀ: ଶରଧାବାଲିରେ ଦଳାଚକଟା ଘଟଣାରେ ତଦନ୍ତ ଆରମ୍ଭ। ପୁରୀ ଗୁଣ୍ଡିଚା ମନ୍ଦିର ନିକଟରେ ଦଳାଚକଟା ଘଟଣାର ତଦନ୍ତ ଚାଲିଛି। ଭୁବନେଶ୍ୱରରେ ସରିଛି ତଦନ୍ତ ଓ ସାକ୍ଷ୍ୟ ଗ୍ରହଣ। ଭୁବନେଶ୍ୱରରେ ମୋଟ ୧୭ ଜଣଙ୍କ ସାକ୍ଷ୍ୟ ଗ୍ରହଣ କରାଯାଇଛି। ଆଜି ଅପରାହ୍ଣ ୩ଟାରୁ ପୁରୀରେ ସାକ୍ଷ୍ୟ ଗ୍ରହଣ କରାଯିବ।…