ରାଜଧାନୀରୁ ୨୫ ଲକ୍ଷ ଟଙ୍କାର ଧଳା ଜହର ଜବତ; ୫ ଗିରଫ
ଭୁବନେଶ୍ବର: ରାଜଧାନୀରୁ ୨୫ ଲକ୍ଷ ଟଙ୍କାର ବ୍ରାଉନ୍ସୁଗାର ଜବତ। ମୈତ୍ରୀବିହାର ଥାନା ଅଞ୍ଚଳରେ କାରବାର ବେଳେ ଧରିଛି ପୋଲିସ । ୨୫୪ ଗ୍ରାମ୍ ବ୍ରାଉନ୍ସୁଗାର ସହ ତିନୋଟି ବାଇକ୍ ଓ ୩ ହଜାର ଟଙ୍କା ଜବତ କରିଛି ପୋଲିସ ।
ପୋଲିସ ଅତର୍କିତ ଚଢ଼ଉ କରି ୨୫୪ ଗ୍ରାମ ବ୍ରାଉନସୁଗାର ଜବତ କରିଛି ।…