ଦିଗପହଣ୍ଡିରେ ଅଣାୟତ୍ତ ଝାଡ଼ାବାନ୍ତି, ଆଉ ୧୦ ଆକ୍ରାନ୍ତ ଚିହ୍ନଟ
ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଅନ୍ତର୍ଗତ ଦିଗପହଣ୍ଡି ବ୍ଲକର ଉସ୍ତପଲ୍ଲୀ ଗ୍ରାମରେ ବ୍ୟାପୁଛି ଡାଇରିଆ। ସାନଖେମୁଣ୍ଡି ପରେ ପାତ୍ରପୁରରେ ଆଉ ୧୦ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ସମସ୍ତ ଆକ୍ରାନ୍ତ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତ । ଚିକିତ୍ସା ପରେ ସେମାନେ ସୁସ୍ଥ ହୋଇ…