ଦିଗପହଣ୍ଡିରେ ଆରମ୍ଭ ହେଲା ଡାଇରିଆ ନିରାକରଣ ଅଭିଯାନ
ଗଞ୍ଜାମ: ଗଞ୍ଜାମ ଜିଲ୍ଲା ଅନ୍ତର୍ଗତ ଦିଗପହଣ୍ଡି ବ୍ଲକର ଉସ୍ତପଲ୍ଲୀ ଗ୍ରାମରେ ବ୍ୟାପୁଛି ଡାଇରିଆ । ଏନେଇ ସୂଚନା ପାଇ ଜିଲ୍ଲା ସ୍ତରୀୟ ଟିମ୍ ଓ ଭ୍ରାମ୍ୟମାଣ ସ୍ବାସ୍ଥ୍ୟ ୟୁନିଟ୍ ଗ୍ରାମରେ ତୁରନ୍ତ ପହଞ୍ଚି ଆକ୍ରାନ୍ତ ଲୋକଙ୍କ ଚିକିତ୍ସା କରିବା ସହ ଘରକୁ ଘର ଓଆରଏସ୍ ପ୍ୟାକେଟ୍, ଔଷଧ,…