ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ ସମ୍ପୂର୍ଣ୍ଣ
ପୁରୀ: ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ ସମ୍ପୂର୍ଣ୍ଣ। ସୂଚନା ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ। ଉଭୟ ଭିତର ଓ ବାହାର ରତ୍ନଭଣ୍ଡାର ମରାମତି ଶେଷ ହୋଇଛି। ASI ପ୍ରତ୍ୟକ୍ଷ ତତ୍ତ୍ବାବଧନରେ କାମ ସମ୍ପୂର୍ଣ୍ଣ ହୋଇଛି।
ମୋଟ ୯୫ ଦିନ ଧରି ମରାମତି କାମ ହୋଇଛି। ମୋଟ ୩୩୩…