ବଢୁଛି ନଦୀଗୁଡିକରେ ଜଳସ୍ତର, ଜିଲ୍ଲାପାଳମାନଙ୍କୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ
ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ବର୍ଷା। ଅତ୍ୟଧିକ ବର୍ଷା ଯୋଗୁଁ ଭଦ୍ରକ, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ରେ କ୍ଷୟକ୍ଷତି ହୋଇଛି। ତେବେ କୌଣସି ନଦୀରେ ବିପଦ ସଙ୍କେତ ସ୍ଥିତି ନାହିଁ। କିନ୍ତୁ ନଦୀ ଗୁଡିକରେ ଜଳସ୍ତର ବଢ଼ୁଛି। ଏନେଇ ସମସ୍ତ ଜିଲ୍ଲାପାଳମାନଙ୍କୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ…