Latest Odisha News

BREAKING NEWS

Monthly Archives

July 2025

ରାତି ପାହିଲେ ଶ୍ରୀଜିଉଙ୍କ ସୁନାବେଶ; ଅପରାହ୍ନ ୫ଟାରୁ ରାତି ୧୧ଯାଏଁ ଦେବେ ଦର୍ଶନ

ପୁରୀ: ଶ୍ରୀମନ୍ଦିର ସିଂହଦ୍ବାର ଆଗରେ ଲାଗିଲା ତିନି ରଥ । ପବିତ୍ର ଆଷାଢ଼ ଶୁକ୍ଳ ପକ୍ଷ ଦଶମୀ ତିଥିରେ ବିଶ୍ୱନିୟନ୍ତା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାହୁଡ଼ା ଯାତ୍ରା ଶେଷ ହୋଇଛି । ଶ୍ରୀଜିଉମାନେ ୯ ଦିନର ଲୀଳାଖେଳା ସାରି ଜନ୍ମବେଦୀରୁ ବାହୁଡ଼ି ଆସିଛନ୍ତି। ଆଜି ଅପରାହ୍ନ ୩ଟାରେ ରଥ ଟଣା…

ଦିଲ୍ଲୀର ହାଉଜଖାସ ଜଗନ୍ନାଥ ମନ୍ଦିରରେ ବାହୁଡା ଯାତ୍ରା ସମ୍ପନ୍ନ

ନୂଆଦିଲ୍ଲୀ: ନୂଆଦିଲ୍ଲୀର ହାଉଜଖାସସ୍ଥିତ ପ୍ରମୁଖ ଜଗନ୍ନାଥ ମନ୍ଦିରଠାରେ ୪୭ତମ ପବିତ୍ର ବାହୁଡା଼ ଯାତ୍ରା ପର୍ବ ଆଧ୍ୟାତ୍ମିକ ଭକ୍ତିପୂତ ପରିବେଶ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି। ଏହି ମହୋତ୍ସବ ଉପଲକ୍ଷେ ବଢ଼ି ଭୋରରୁ ମୁଖ୍ୟ ମନ୍ଦିରର ବେସମେଣ୍ଟସ୍ଥିତ ଶ୍ରୀ ଗୁଣ୍ଡିଚା ମନ୍ଦିରର ଆଡ଼ପ ମଣ୍ଡପରେ…

ଗିଲଙ୍କ ଶତକ, ଇଂଲଣ୍ଡ ସମ୍ମୁଖରେ ୬୦୮ ରନର ଲକ୍ଷ୍ୟ ରଖିଲା ଭାରତ

ବର୍ମିଂହାମ: ଚଳିତ ଦ୍ୱିତୀୟ କ୍ରିକେଟ ଟେଷ୍ଟର ଚତୁର୍ଥ ଦିବସରେ ଶୁଭମନ ଗିଲଙ୍କ ଅପରାଜିତ ଶତକ ବଳରେ ଭାରତ ୬୦୮ ରନର ବିଶାଳ ଲକ୍ଷ୍ୟ ଇଂଲଣ୍ଡ ସମ୍ମୁଖରେ ରଖିଛି । ଭାରତ ୬ ୱିକେଟ ବିନିମୟରେ ୪୨୭ ରନ କରି ଦ୍ୱିତୀୟ ଇନିଂସ ଘୋଷଣା କରିଛି । ପ୍ରଥମ ଇନିଂସରେ ଦ୍ୱିଶତକ ହାସଲ କରିଥିବା ଗିଲ ଦ୍ୱିତୀୟ…

ଜୁଲାଇ ୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ୱର: ଜୁଲାଇ ୭ ତାରିଖ ସୋମବାର ଦିନ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଜୁନ ୩୦ ତାରିଖରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରି ଅଭିଯୋଗ ଦାଖଲ ପାଇଁ ଯେଉଁମାନେ ପୂର୍ବରୁ ପଞ୍ଜୀକରଣ କରିଥିଲେ, ଏହି ଶୁଣାଣି କେବଳ ସେମାନଙ୍କ ପାଇଁ ଉଦ୍ଦିଷ୍ଟ ରହିଛି।…

ହସ୍ପିଟାଲରୁ ଡିସଚାର୍ଜ ହେଲେ ନବୀନ

ଭୁବନେଶ୍ୱର: ହସ୍ପିଟାଲରୁ ଡିସଚାର୍ଜ ହେଲେ ନବୀନ। ସର୍ଭାଇକଲ ଆର୍ଥ୍ରାଇଟିସ ସର୍ଜରୀ ପରେ ସଂପୂର୍ଣ୍ଣ ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହେଲେ ବିଜେଡି ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସୁସ୍ଥ ହେବା ସହ ସ୍ବାଭାବିକ ଚଲାବୁଲା କରୁଥିବାରୁ ସ୍ବାସ୍ଥ୍ୟ ପରୀକ୍ଷା ପରେ…

ବିଶାଖାପାଟଣା ଜଗନ୍ନାଥ ମନ୍ଦିରରେ ବାହୁଡା ଯାତ୍ରା ସମ୍ପନ୍ନ

ବିଶାଖାପାଟଣା: ବିଶାଖାପାଟଣାଠାରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କର ପବିତ୍ର ବାହୁଡା଼ ଯାତ୍ରା ପ୍ରବଳ ଆନନ୍ଦ, ଉତ୍ସାହ, ଉଲ୍ଲାସ ଓ ଉଦ୍ଦୀପନା ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଲସନସ ବେ କଲୋନୀସ୍ଥିତ ଶ୍ରୀ ଗୁଣ୍ଡିଚା ମନ୍ଦିରର ଆଡ଼ପ ମଣ୍ଡପ ଉପରେ ବିରାଜମାନ ଚତୁର୍ଦ୍ଧା…

ବ୍ୟାଙ୍କ୍‌ ଉପରୁ କଟକଣା ହଟାଇଲେ ସରକାର

ଭୁବନେଶ୍ବର:ଆଇସିଆଇସିଆଇ ,ଏଚଡିଏଫସି,ଆକ୍ସିସ୍‌ ବ୍ୟାଙ୍କ୍‌ ଉପରୁ କଟକଣା ହଟାଇଲେ ସରକାର । ରାଜ୍ୟ ସରକାର ଶନିବାର କଟକଣା ହଟାଇଛନ୍ତି । ସୂଚନାମୁତାବକ, ୩ ବ୍ୟାଙ୍କ କର୍ତ୍ତୃପକ୍ଷ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଆଲୋଚନା କରିବା ପରେ HDFC, ICICI, ଆକ୍ସିସ ବ୍ୟାଙ୍କ ଉପରେ ଲାଗିଥିବା କଟକଣାକୁ…

ଶ୍ରମିକ ସଂଗଠନମାନଙ୍କ ଦ୍ୱାରା ଦିଆଯାଇଥୁବା ବନ୍ଦ ଡାକରାକୁ ରାଜ୍ୟ କଂଗ୍ରେସର ପୂର୍ଣ୍ଣ ସମର୍ଥନ: ଭକ୍ତ ଦାସ

ଭୁବନେଶ୍ୱର: ଆସନ୍ତା ୯ ତାରିଖ ଭାରତ ବର୍ଷର ପ୍ରମୁଖ ଶ୍ରମିକ ସଂଗଠନ ମାନଙ୍କର ୧୭ ଦଫା ଦାବିକୁ ନେଇ ଦିଆଯାଇଥିବା ବନ୍ଦ ଡାକରାକୁ ରାଜ୍ୟ କଂଗ୍ରେସ ପୂର୍ଣ୍ଣ ସମର୍ଥନ ଜଣାଉଛି। ଏହି ଦାବି ଯଥାର୍ଥରେ ଦେଶର ଗରିବ ଖଟିଖିଆ ଶ୍ରମିକଙ୍କ ଠାରୁ ଆରମ୍ଭ କରି କୃଷକ ଓ ଖାଉଟିମାନଙ୍କ ସ୍ୱାର୍ଥକୁ ରକ୍ଷା…

ତେଲେଙ୍ଗାନା ବିସ୍ଫୋରଣ ଘଟଣା: କଟକର ପୂର୍ଣ୍ଣଚନ୍ଦ୍ର ସାହୁଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ଆର୍ଥିକ ସହାୟତା

ଭୁବନେଶ୍ୱର: ସୋମବାର ତେଲଙ୍ଗାନାର ସଙ୍ଗାରେଡ୍ଡୀ ଜିଲ୍ଲାରେ ଥିବା ଏକ ରାସାୟନିକ କାରଖାନାରେ ଘଟିଥିବା ଭୟଙ୍କର ବିସ୍ଫୋରଣ ଘଟିଥିଲା । ଏଥିରେ ପ୍ରାୟ ୪୦ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ସେମାନଙ୍କ ମଧ୍ୟରେ ୮ ଜଣ ଓଡିଆ ମଧ୍ୟ ଥିଲେ। ଆଜି କଟକର ପୂର୍ଣ୍ଣଚନ୍ଦ୍ର ସାହୁଙ୍କ ପରିବାର ପାଇଁ…

୫୪ ବର୍ଷ ପରେ ଏହି କୀର୍ତିମାନ ସ୍ଥାପନ କଲେ ଗିଲ

ବର୍ମିଂହାମ: ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ କ୍ରିକେଟ ଟେଷ୍ଟରେ ଭାରତର ଅଧିନାୟକ ଶୁଭମନ ଗିଲ ଦ୍ୱିତୀୟ ଇନିଂସରେ ଶତକ ହାସଲ କରି ଆଉ ଏକ କୀର୍ତିମାନ ସ୍ଥାପନ କରିଛନ୍ତି । ୫୪ ବର୍ଷ ପରେ ଗିଲ ଭାରତର ଦ୍ୱିତୀୟ ବ୍ୟାଟ୍ସମ୍ୟାନ ଭାବେ ଗୋଟିଏ ଇନିଂସରେ ଦ୍ୱିଶତକ ଓ ଶତକ ମାରିବା ଗୌରବ ଅର୍ଜନ କରିଛନ୍ତି ।…